ରାଜ୍ୟସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିଶାନା 
by Argus News
Wed, Apr 17 | 12:40 p.m.

ସମ୍ବଲପୁର: ସମ୍ବଲପୁର ବୁର୍ଲାରୁ ରାଜ୍ୟସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିଶାନା । ପ୍ରଚାର ବେଳେ 25 ବର୍ଷର ସରକାରଙ୍କ ମିଛ ବିକାଶର ମୁଖା ଖୋଲି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ବିଜେଡି ସରକାର ଲୋକଙ୍କୁ ମୌଳିକ ସୁବିଧା ଦେବାରେ ବିଫଳ । ମହାନଦୀ ବନ୍ଧ ତଳେ ୨୪ ବର୍ଷର ସରକାର ବୁନ୍ଦେ ପାଣି ଦେଇ ପାରିନି ନାହିଁ । ମହିଳାଙ୍କ ସୁରକ୍ଷା ଓ ଚାଷୀ ସମସ୍ୟାନେଇ ଆଖି ବୁଜି ଦେଇଛନ୍ତି ରାଜ୍ୟ ସରକାର । ମାର୍ଚ୍ଚ ମାସରେ ହୀରାକୁଦରେ ନୟାନ୍ତ କରିଥିଲା ହଇଜା ।

ଏଭଳି ସରକାର ବଦଳିବା ଦରକାର ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଚଳିତ ଥର ଓଡିଶାର ପକ୍କା ଡବଲ ଇଞ୍ଜିନ ସରକାର। `ଅବ୍ କି ବାର ଚାରଶୋ ପାର' କରିବାର ଲକ୍ଷ୍ୟ ନେଇ ସମସ୍ତେ ଏକ ହୁଅନ୍ତୁ ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପଟେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ବରିଷ୍ଠ ବିଜେପି ନେତା ନେତା ଜୟନାରାୟଣ ମିଶ୍ର । 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

ରତ୍ନଭଣ୍ଡାର
22m ago
ପାଣ୍ଡିଆନଙ୍କ ମନ୍ତବ୍ୟ ଉପରେ ଜବାବ ରଖିଲା ବିଜେପି
ଭୁବନେଶ୍ୱର: ରତ୍ନଭଣ୍ଡାରକୁ ନେଇ ଜାତୀୟ ଗଣମାଧ୍ୟମରେ ପାଣ୍ଡିଆନଙ୍କ ମନ୍ତବ୍ୟ ଉପରେ ଜବାବ ରଖିଲା ବିଜେପି । ଚାବି ଯିଏ ହଜେଇଛି, ସିଏ ରତ୍ନ ଚୋରି କରିଛି । ପାଣ୍ଡିଆନ ସ୍ପଷ୍ଟ କରିବେ କି ରତ୍
ଭାରସାମ୍ୟ ହରାଇ
35m ago
ଭାରସାମ୍ୟ ହରାଇ ଓଲଟିଲା ଅଟୋ: ଜଣେ ମୃତ
ଅର୍ଗସ ବ୍ୟୁରୋ: ଅଟୋ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଜାତୀୟ ରାଜପଥ 20ର ରାମଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ରାସ୍ତା ତଳକୁ ଖସି ପଡିବାର
ସାଉଦିଆରବରେ
54m ago
ସାଉଦିଆରବରେ `ଉତ୍କଳିକା'ର ୧୫ତମ ବାର୍ଷିକୋତ୍ସବ
ଅର୍ଗସ ବ୍ୟୁରୋ: ସାଉଦି ଆରବରେ ଜୁବେଲ ସିଟି ଠାରେ ପ୍ରବାସୀ ଓଡ଼ିଆ ମାନଙ୍କ ସଂଗଠନ "ଉତ୍କଳିକା ତରଫରୁ, ୮୯ତମ ଉତ୍କଳ ଦିବସ ଏବଂ ନିଜର ୧୫ ତମ ବାର୍ଷିକ ଉତ୍ସବ ଧୁମଧାମରେ ପାଳ