କାଶୀ ବିଶ୍ୱନାଥଙ୍କ ପୂଜାର୍ଚ୍ଚନା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ 
by Argus News
Mon, Oct 28 | 4:22 p.m.

ଅର୍ଗସ ବ୍ୟୁରୋ: ବାବା  କାଶୀ ବିଶ୍ୱନାଥଙ୍କ ପୂଜାର୍ଚ୍ଚନା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନିଜ ଧର୍ମପତ୍ନୀଙ୍କ ସହ  ବାବାଙ୍କ ଆଶୀର୍ବାଦ ନେବା ସହ ସମସ୍ତଙ୍କର ସୁଖ, ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ମହାଦେବଙ୍କ ଆଶୀର୍ବାଦ ସବୁବେଳେ ସମସ୍ତଙ୍କ ଉପରେ ରହିଥାଉ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ବାରଣାସୀ ଆଇଆଇଟି ବିଏଚୟୁରେ କନଭୋକେସନରେ ଯୋଗ ଦେବା ଅବସରରେ ବାବାଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । 

 

C-295 ଏୟାରକ୍ରାପ୍ଟ
ମେକ୍ ଇନ୍ ଇଣ୍ଡିଆ ମେଡ୍ ଫର ୱାର୍ଲ୍ଡ ଏବେ ଦେଶରେ ବନିବ C-295 ଏୟାରକ୍ରାପ୍ଟ
ଅର୍ଗସ ବ୍ୟୁରୋ: ଯବାନଙ୍କ କାନ୍ଧରେ ଦେଶ ସୁରକ୍ଷାର ଭାର। ଆତ୍ମନିର୍ଭର ଭାରତରେ ସ୍ବଦେଶୀ ଜ୍ଞାନୀକୌଶଳରେ ପ୍ରସ୍ତୁତ ହେଉଥିବା ପ୍ରତିରକ୍ଷା ଉପକରଣ ଆମ ଯବାନଙ୍କ ଶକ୍ତି ଓ ସାମର୍ଥ୍ୟକୁ ଦୁଇଗୁଣି
DIWALI 2024
ପଞ୍ଚଗବ୍ୟ ଦୀପ; ଵାୟୁମଣ୍ଡଳରେ ଅମ୍ଳଜାନ ତିଆରି କରିବାରେ ହେଉଛି ସହାୟକ
ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଆଲୋକର ପର୍ବ ଦୀପାବଳି । ଦୀପ ଲଗାଇ, ବାଣ ଫୁଟାଇ ସମସ୍ତେ ଆଲୋକର ପର୍ବ ଦୀପାବଳୀକୁ ପାଳନ କରିବେ । ହେଲେ ଏହାଦ୍ୱାରା ବାୟୁ ପ୍ରଦୂଷଣ ମାତ୍ରା କେତେ ବଢେ ତାହ
ମାଙ୍କଡ଼
ମାଙ୍କଡ଼ ପାଇଲା ନୂଆ ଜୀବନ,ବଜରଙ୍ଗ ଦଳକୁ ଶହେ ସଲାମ୍
ଅର୍ଗସ ବ୍ୟୁରୋ:ଲୋକେ କୁହନ୍ତି ଏ ଦୁନିଆଟା କୁଆଡେ ସ୍ବାର୍ଥପର,ଏଠି ସ୍ବାର୍ଥବିନା କିଛି ହୁଏନା। ସମସ୍ତେ ନିଜ ନିଜ ସ୍ବାର୍ଥସାଧନ ପାଇଁ ବ୍ୟସ୍ତା କିନ୍ତୁ ସବୁ ନାଇଁ ନାଇଁ ଭିତରେ ବି ହଁକ