ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
by Argus News
Mon, Jun 24 | 12:22 p.m.

ଅର୍ଗସ ବ୍ୟୁରୋ : ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦ୍ବିତୀୟ ଥର ପାଇଁ ଲୋକସଭା ସାଂସଦ ଭାବେ କଲେ ଶପଥ ପାଠ। ଏଥର ସମ୍ବଲପୁର ଆସନରୁ ସଂସଦର ନିମ୍ନ ସଦନକୁ ହୋଇଛନ୍ତି ନିର୍ବାଚିତ । ସମ୍ବଲପୁର ଆସନରୁ ଲୋକସଭାକୁ ନିର୍ବାଚିତ ହେବା ସହ ଏଥର ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ବ ନେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଆଜି ଆରମ୍ଭ ହେଲା ଅଷ୍ଟାଦଶ  ଲୋକସଭାର ପ୍ରଥମ ଅଧିବେଶନ । 

ଅଧିକ ପଢନ୍ତୁ : ସଂସଦରେ ଶପଥ ପାଠ କଲେ ପ୍ରଧାନମନ୍ତ୍ରୀ

ସାଂସଦରେ ଶପଥ ପାଠ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶପଥ ପାଠ କରାଇଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୁହରି ମହତାବ । ପ୍ରଧାନମନ୍ତ୍ରୀଙ୍କ ପରେ ଶପଥ ପଠା କଲେ ଅନ୍ୟ ନିର୍ବାଚିତ ସାଂସଦ । ଦୁଇଦିନ ଧରି ଚାଲିବ ସାଂସଦଙ୍କ ଶପଥ ପାଠ କାର୍ଯ୍ୟକ୍ରମ ।
 

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ