ବିରୋଧୀ ଦଳ ନେତାଙ୍କ ମନ୍ତବ୍ୟ ଉପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା
by Argus News
Sat, Oct 05 | 10:39 a.m.

ଅର୍ଗସ ବ୍ୟୁରୋ: ସେପଟେ ବିଜେପି ମିଛ କହୁଥିବା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା। ରାଜନୀତିରେ ଜୟ ପରାଜୟ ଲାଗି ରହେ । ଜୟରେ ବହୁତ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ । ପୂର୍ବରୁ ବିଜେପି ବହୁତ ଥର ହାରିଛି, ଦେଶରେ 2ଟି ଲୋକସଭା ଆସନ ଥିଲା, ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ । କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ସେବା କରିବାର ସୁଯୋଗ ମିଳିଛି । ଲୋକ ମାନେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି, ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରୁ । ଯାହାକୁ ଦାୟିତ୍ଵ ସମ୍ପନ୍ନ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାକୁ ପାଳନ କରନ୍ତୁ । ବାକି ଲୋକ ବିଚାର କରିବେ ।

 ଅଧିକ ପଢନ୍ତୁ ଓଡିଶା ଖବର...

EXAM
23m ago
ଦୁଇଟି ପର୍ଯ୍ୟାୟରେ ହେବ ଯୁକ୍ତ ୨ ପରୀକ୍ଷା
ଅର୍ଗସ ବ୍ୟୁରୋ: ଯୁକ୍ତ ୨ ପରୀକ୍ଷା ପାଇଁ ଆନୁମାନିକ ତାରିଖ ଧାର୍ଯ୍ୟ । ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା । ଫେବୃଆରୀ ୧୫ରୁ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ହୋଇପାରେ ମେନ୍ ପରୀକ୍ଷା
ଆତଙ୍କ ରଚିଲେ
49m ago
କମିସନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ, ଆତଙ୍କ ରଚିଲେ ଯୁବକ
ଭୁବନେଶ୍ୱର: ପାର୍ବଣ ପୂର୍ବରୁ କମିସନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ । ରସୁଲଗଡ ଓଭରବ୍ରିଜରେ ପାୱାର ସୋ । ଆତଙ୍କ ରଚିଲେ ଯୁବକ । ଦୀର୍ଘ ଘଣ୍ଟାଏ ଧରି ରାସ୍ତା ଅବରୋଧ କର
LAND JIHAD
ସାମ୍ନାକୁ ଆସିଲା ମାଲକାନଗିରି ଲ୍ୟାଣ୍ଡ ଜିହାଦ ପଛର ଚେହେରା
ଅର୍ଗସ ବ୍ୟୁରୋ: ସାମ୍ନାକୁ ଆସିଲା ମାଲକାନଗିରି ଲ୍ୟାଣ୍ଡ ଜିହାଦ ପଛର ଚେହେରା। ଲ୍ୟାଣ୍ଡ ଜିହାଦ ସହ ବିଜେଡି ଲିଙ୍କର ପର୍ଦ୍ଦାଫାସ୍ ହୋଇଛି । ଆପଣ ଦେଖୁଥିବା ଫଟୋରେ ଏ ବ୍ୟକ୍ତ