କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ
by Argus News
Thu, Nov 30 | 8:49 a.m.

ଅର୍ଗସ ବ୍ୟୁରୋ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ । ରାଉରକେଲାରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଆଜି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ କେନ୍ଦ୍ରମନ୍ତ୍ରୀ । ଯେଉଠି ରାଉରକେଲା କେନ୍ଦ୍ରୀୟ ବିଦ୍ୟାଳୟ ସହ ଏନ୍‌ ଆଇ ଟି ରାଉରକେଲାରେ କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି । 

ଏହାପରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମରେ ସାମିଲ ହୋଇ ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଲୋଚନା ଶୁଣିବେ । ପରେ ଅପରାହ୍ନରେ ବଣାଇଗଡ଼ରେ ବଣାଇଗଡ଼ କଲେଜ୍‌ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ପ୍ରଧାନ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ