ବିଜେପି ଫୋକସରେ ଓଡ଼ିଶା
by Argus News
Thu, May 09 | 7:11 a.m.

ଅର୍ଗସ ବ୍ୟୁରୋ : ବିଜେପି ଫୋକସରେ ଓଡ଼ିଶା । ଆଜି ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଏହା ସହ ଦ୍ବିତୀୟ ଦିନ ଓଡ଼ିଶାରେ ପ୍ରଚାର କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ । ପୁରୀ କୃଷ୍ଣପ୍ରସାଦରେ ନୀତୀନ ଗଡ଼କରୀ ଏବଂ ମାଲକାନଗିରି ଏବଂ ଗଞ୍ଜାମ ଖଲ୍ଲିକୋଟରେ ପ୍ରଚାର ମଙ୍ଗ ଧରିବେ ହେନନ୍ତ ବିଶ୍ବଶର୍ମା । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସେପଟେ ଆସନ୍ତାକାଲି ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ଏକ ବିଶାଳ  ରୋଡ଼ ସୋ କରିବାର କର୍ଯ୍ୟକ୍ରମ ରହିଛି । ସେପଟେ ଲଗାତାର ଦ୍ବିତୀୟ ଦିନ ଓଡ଼ିଶାରେ ପ୍ରଚାର କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ । କୋରାପୁଟ, ଲକ୍ଷ୍ମୀପୁର ଓ ପଟାଙ୍ଗିରେ ଜନସଭାକୁ ସମ୍ବୋଧନ କରିବେ ବିଷ୍ଣୁଦେବ ସାଏ ।

PM
2m ago
ଶେଷ ହେଲା ପୁରୀ ରୋଡ଼ ସୋ', ଏବେ ଅନୁଗୁଳରେ କରିବେ ସାଧାରଣ ସଭା
ଅର୍ଗସ ବ୍ୟୁରୋ : ସରିଲା ମୋଦିଙ୍କ ବିଶାଳ ରୋଡ଼ ସୋ' । ମରିଚକୋଟରୁ ଆରମ୍ଭ ହୋଇଥିବା ଏହି ରୋଡ଼ ସୋ' ମେଡିକାଲ ଛକରେ ଶେଷ ହୋଇଛି । ଏହି ରୋଡ଼ ସୋ ରେ ସମଗ୍ର ବଡ଼ଦାଣ୍ଡ ପାଲଟିଥିଲ
DHARMENDRA PRADHAN
16m ago
ବମପରଡ଼ା ସାଧାରଣ ସଭାରେ ଯୋଗ ଦେବେ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦେବଗଡ଼ ଜିଲ୍ଲା ଗସ୍ତ । ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ବମପରଡ଼ାଠାରେ ସାଧାରଣ ସଭାରେ ଯୋଗ ଦେବେ।ଲୋକସଭ
IRAN PRESIDENT
40m ago
ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ
ଅର୍ଗସ ବ୍ୟୁରୋ: ପରଲୋକରେ ଇରାନ ରାଷ୍ଟ୍ରପତି । ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍