ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ମାନସିକ ସ୍ବାସ୍ଥ୍ୟକୁ ନେଇ ପୁଣି ଚର୍ଚ୍ଚା
by Argus News
Fri, Jul 12 | 10:30 a.m.

ଅର୍ଗସ ବ୍ୟୁରୋ :  ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ମାନସିକ ସ୍ବାସ୍ଥ୍ୟକୁ ନେଇ ପୁଣି ଚର୍ଚ୍ଚା ।  ନାଟୋରେ ପ୍ରେସ ମିଟରେ ସେ ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କୁ ଭୁଲରେ ଉପରାଷ୍ଟ୍ରପତି ଟ୍ରମ୍ପ ବୋଲି କହିଛନ୍ତି ।  ପୂର୍ବରୁ ସେ ୟୁକ୍ରେନର ରାଷ୍ଟ୍ରପତି ଭ୍ଲାଡିମିର ଜେଲେନସ୍କିଙ୍କୁ ଭୁଲରେ ଭ୍ଲାଡିମିର ପୁଟିନ୍ ବୋଲି ସମ୍ବୋଧନ କରିଥିଲେ । କିନ୍ତୁ ପରେ ଏହାକୁ ସଂଶୋଧନ କରି ନେଇଥିଲେ ।  ୮୧ ବର୍ଷ ବୟସ୍କ ଜୋ ବାଇଡେନ୍ ଦ୍ବିତୀୟଥର ରାଷ୍ଟ୍ରପତି ପଦ ପାଇଁ ଲଢିବାକୁ ସ୍ଥିର କରିଛନ୍ତି ।

ଅଧିକ ପଢନ୍ତୁ ଭାରତ ଖବର

ଏଥିପାଇଁ ଆରମ୍ଭ କରିଛନ୍ତି କ୍ୟାମ୍ପେନ । କିନ୍ତୁ ବୟସାଧିକ ଯୋଗୁଁ ସେ ବାଉଳିଚାଉଳି ହେଉଥିବା ବିରୋଧୀ ଅଭିଯୋଗ କରିଛନ୍ତି । ଦୁଇ ସପ୍ତାହ ତଳେ ପୂର୍ବତନ ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ସହ ବିତର୍କ ବେଳେ ମଧ୍ୟ ତାଙ୍କର ମାନସିକ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଉଠିଥିଲା ପ୍ରଶ୍ନ ।

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ