ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସୂଚନା, ଆଜି ଉଦ୍ଧାର ହେବେ ୪୧ ଶ୍ରମିକ !
by Argus News
Tue, Nov 28 | 10:07 a.m.

ଅର୍ଗସ ବ୍ୟୁରୋ:  ଆଜି ରାତି ସୁଦ୍ଧା ଉଦ୍ଧାର ହେବେ ଟନେଲରେ ଫସିଥିବା ସମସ୍ତ 41 ଶ୍ରମିକ। ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ। ଉତ୍ତରକାଶୀ ଟନେଲ୍ ଭିତରୁ ଜୀବନ ଉଦ୍ଧାର ପାଇଁ ଜାରି ରହିଛି ମିଶନ ଜୀବନ। ଦିନରାତି ଚାଲିଛି ରେସ୍କ୍ୟୁ ଅପରେସନ। ଭର୍ଟିକାଲ ଡ୍ରିଲିଂ ସହ ଟନେଲ ଭିତରେ ଜାରି ରହିଛି ମାନୁଆଲ ଡ୍ରିଲିଂ। ତେବେ ଶ୍ରମିକ ମାନଙ୍କ ପାଖରେ 8ଶହ MMର ପାଇପ୍ ପହଞ୍ଚି ସାରିଥିବା ନେଇ ଖୁସି ଖବର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ହାତରେ ମୋଟ୍ 52 ମିଟର ଖୋଳାଯାଇଛି। ତେବେ ଆଜି ରାତି ସୁଦ୍ଧା ସମସ୍ତ ଶ୍ରମିକଙ୍କୁ ଉଦ୍ଧାର କରାଯିବାର ସମ୍ଭାବନା ରହିଥିବା ସୂଚନା ଦେଇଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ।

ଅଧିକ ପଢ଼ନ୍ତୁ ଦେଶ ଖବର:

 

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍