ସମାନ ନାଗରିକ ସଂହିତା ଲାଗୁ କରିବା ପାଇଁ ପଦକ୍ଷେପ: ଉତ୍ତରାଖଣ୍ଡ
by Argus News
Tue, Feb 06 | 7:18 a.m.

ଅର୍ଗସ ବ୍ୟୁରୋ: ଉତ୍ତରାଖଣ୍ଡ ରାଜ୍ୟର ଦେବତୁଲ୍ୟ ଜନତାଙ୍କ ପାଖରେ ରଖାଯାଇଥିବା ସଂକଳ୍ପ ଅନୁସାରେ ସମାନ ନାଗରିକ ସଂହିତା ଲାଗୁ କରିବା ପାଇଁ ପଦକ୍ଷେପ । ସୋମବାର ବସିଥିଲା ଉତ୍ତରାଖଣ୍ଡ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ । ୟୁସିସି ପାରିତ ପାଇଁ ଏହି ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି ଉତ୍ତରାଖଣ୍ଡ ସରକାର । ତେବେ ଆଜି ଗୃହରେ ୟୁସିସିକୁ ପାରିତ କରିବାକୁ ଲକ୍ଷ ରଖାଯାଇଛି । ଗତକାଲି ରାଜ୍ୟ କ୍ୟାବିନେଟ ବୈଠକ ବସିବା ସହ ୟୁସିସିକୁ ମଞ୍ଜୁରୀ ମିଳି ସାରିଛି । ସମାନ ନାଗରିକ ସଂହିତା ସମୟର ଅବଶ୍ୟତା ବୋଲି କହିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଭିଜନ୍ ଏକ ଭାରତ ଶ୍ରେଷ୍ଠ ଭାରତ ସାକାର କରିବା ସହ ସମସ୍ତଙ୍କୁ ସମାନ ଅଧିକାର ପ୍ରଦାନ କରିବା ପାଇଁ ଉତ୍ତରାଖଣ୍ଡ ସରକାର ସଂକଳ୍ପବଦ୍ଧ ବୋଲି କହିଛନ୍ତି ଧାମି ।

ଅଧିକ ପଢ଼ନ୍ତୁ ଦେଶ ଖବର:

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍