ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
by Argus News
Wed, Dec 18 | 3:06 p.m.

ଅର୍ଗସ ବ୍ୟୁରୋ : କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା ହୋଇଛି । ଖ୍ୟାତନାମା ସାହିତ୍ୟିକ ପ୍ରଫେସର୍ ବୈଷ୍ଣବ ଚରଣ ସାମଲ ଚଳିତ ବର୍ଷର ମର୍ଯ୍ୟାଦାଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ପ୍ରବନ୍ଧ ପୁସ୍ତକ ‘ଭୂତି ଭକ୍ତି ବିଭୂତି’ ଲାଗି ସେ ଏହି ପୁରସ୍କାର ପାଇବେ । ପ୍ରବନ୍ଧ ଓ ସମାଲୋଚନା କ୍ଷେତ୍ରରେ ବେଶ ଜଣାଶୁଣା ପ୍ରଫେସର୍ ବୈଷ୍ଣବ ଚରଣ ସାମଲ ଉତ୍କଳ ବିଶ୍ବବିଦ୍ୟାଳୟ ଓ ଶାନ୍ତି ନିକେତନ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ପ୍ରଫେସର୍ ଭାବେ କାର୍ଯ୍ୟ କରିଥିଲେ ।

ଓଡ଼ିଶା ସାହିତ୍ୟର ଇତିହାସ, ଓଡ଼ିଆ ଗଳ୍ପର ଇତିବୃତ୍ତ, ଓଡ଼ିଆ ଗଳ୍ପ: ଉନ୍ମେଷ ଓ ଉଚ୍ଚାରଣ, ସମୀକ୍ଷାଲୋକ, ସମାଲୋଚନା: ସ୍ବର ଓ ସ୍ବାକ୍ଷର ଆଦି ସମେତ ତାଙ୍କର ୧୨୦ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ୧୯୩୯ ମସିହା ଜାନୁଆରୀ ୨୭ ତାରିଖରେ ସେ ଜନ୍ମଗ୍ରହଣ କରିଥିଲେ । ପ୍ରଫେସର୍ ବୈଷ୍ଣବ ଚରଣ ସାମଲଙ୍କୁ ମର୍ଯ୍ୟାଦାଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳୁଥିବାରୁ ତାଙ୍କ ନିକଟକୁ ସାହିତ୍ୟିକ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି ।

ନଡ଼ିଆ ତେଲ
6m ago
ନଡ଼ିଆ ତେଲ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଉପକୃତ ହେବେ ସାଧାରଣ ଲୋକ
ଅର୍ଗସ ବ୍ୟୁରୋ: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ନଡ଼ିଆ ତେଲକୁ ମହଙ୍ଗା ହେବାରୁ ଅଟକାଇ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ସଞ୍ଜୟ କୁମାର ଏବଂ ଆର.
ଆୟୁଷ୍ମାନ ଭାରତ
28m ago
ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ୱରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ୍
ଅର୍ଗସ ବ୍ୟୁରୋ: ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ୱରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ । ଜାତୀୟ ସ୍ବାସ୍ଥ୍ୟ ମିଶ
WEATHER UPDATE
ଆଗାମୀ ୪୮ ଘଣ୍ଟା ଭିତରେ ଆହୁରି ୨ ରୁ ୩ ଡିଗ୍ରୀ ଖସିବ ପାରଦ
ଭୁବନେଶ୍ୱର: ରାଜ୍ୟରେ ବଦଳିଛି ପାଣିପାଗର ମିଜାଜ୍ । ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା । ଶୀତ ସାଙ୍ଗକୁ କଲବଲ କରିବ ଅଦିନିଆ ବର୍ଷା । ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ହେବ ବର୍ଷ
ବୈଷ୍ଣବ ଚରଣ ସାମଲ
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଅର୍ଗସ ବ୍ୟୁରୋ : କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା ହୋଇଛି । ଖ୍ୟାତନାମା ସାହିତ୍ୟିକ ପ୍ରଫେସର୍ ବୈଷ୍ଣବ ଚରଣ ସାମଲ ଚଳିତ ବର୍ଷର ମର୍ଯ୍ୟାଦାଜନକ କେନ୍ଦ୍ର ସାହିତ୍ୟ ଏକାଡେମ
ପ୍ରଧାନମନ୍ତ୍ରୀ ମୋଦି
ଆମ୍ବେଦକରଙ୍କୁ କଂଗ୍ରେସ ଦଳ ଅପମାନ କରିବା ପ୍ରସଙ୍ଗରେ ବର୍ଷିଲେ ମୋଦି
ଅର୍ଗସ ବ୍ୟୁରୋ : କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି। ବାବା ସାହେବ ଆମ୍ବେଦକରଙ୍କୁ କଂଗ୍ରେସ ଦଳ ଅପମାନ କରିବା ପ୍ରସଙ୍ଗରେ `X'ରେ ପୋଷ୍ଟ କରି ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ