ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ପରିବା ଦର ବୃଦ୍ଧି
by Argus News
Mon, Oct 21 | 4:26 p.m.

ଅର୍ଗସ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ପରିବା ଦର ବୃଦ୍ଧି । ବାତ୍ୟା ନେଇ ଲୋକେ ଭୟଭୀତ ନହେବାକୁ ପରାମର୍ଶ । ପରିବା ବ୍ୟବସାୟୀ ମହାସଂଘର ସୂଚନା, ଅନ୍ୟ ରାଜ୍ୟରୁ ପରିବା ଆସିବାରେ ହେବନାହିଁ କୌଣସି ଅସୁବିଧା ।

ଅଧିକ ପଢନ୍ତୁ : " ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ ଅଛି" :- ମୁକେଶ ମହାଲିଙ୍ଗ

ସେପଟେ କଟକ ଛତ୍ରବଜ଼ାର ଅର୍ବାନ ହାଟରେ ନାହିଁ ନଥିବା ଭିଡ଼ । ଆଳୁ ଓ ପରିବା ଦର ଆକାଶ ଛୁଆଁ । 

ବାତ୍ୟାକୁ ନେଇ ରାଜ୍ୟ
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବି
ମୁଖ୍ୟମନ୍ତ୍ରୀଙ୍କ
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ର
ନ୍ୟୁଜିଲାଣ୍ଡଠାରୁ
ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ