ଭେଙ୍କୟା ନାଇଡ଼ୁ-ମିଥୁନ ଚକ୍ରବର୍ତ୍ତୀଙ୍କୁ ପଦ୍ମ ପୁରସ୍କାର ଦେଲେ ରାଷ୍ଟ୍ରପତି
by Argus News
Tue, Apr 23 | 9:42 a.m.

ଅର୍ଗସ ବ୍ୟୁରୋ: ପୂର୍ବତନ ଉପରାଷ୍ଟ୍ରପତି ଏମ୍. ଭେଙ୍କେୟା ନାଇଡୁଙ୍କୁ ପଦ୍ମ ପୁରସ୍କାର ପ୍ରଦାନ । ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ଉତ୍ସବରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିପରି ସମାଜସେବା ପାଇଁ ବିନ୍ଦେଶ୍ୱର ପାଠକଙ୍କୁ ମରଣୋତ୍ତର ଭାବେ ପ୍ରଦାନ କରାଯାଇଛି ପଦ୍ମ ବିଭୂଷଣ । କଳା କ୍ଷେତ୍ରରେ ଭାରତନାଟ୍ୟମ୍ ନୃତ୍ୟଶିଳ୍ପୀ ପଦ୍ମା ସୁବ୍ରମଣ୍ୟଙ୍କୁ ପଦ୍ମ ବିଭୂଷଣ ପ୍ରଦାନ କରାଯାଇଥିବା ବେଳେ ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଓ କଣ୍ଠଶିଳ୍ପୀ ଉଷା ଉଥୁପଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ସେହିପରି ମେଡିସିନ୍ ପାଇଁ ମନୋହର କ୍ରିଷ୍ଣା, ଟେନିସ୍ ଖେଳାଳି ରୋହନ ବୋପାନ୍ନାଙ୍କୁ ପ୍ରଦାନ କରପାଯାଇଛି ପଦ୍ମଶ୍ରୀ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରାଯାଏ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ଛତିଶଗଡ଼
8m ago
ଛତିଶଗଡ଼ ସୁକମାରେ ଏନକାଉଣ୍ଟର , ଜଣେ ମାଓବାଦୀ ମୃତ
ମାଲକାନଗିରି : ଛତିଶଗଡ଼ ସୁକମାରେ ଏନକାଉଣ୍ଟର । ବଡ଼ଧରଣର ମାଓ ଶିବିର ଉପରେ DRG ଯବାନଙ୍କ ଚଢ଼ଉ । ଟେଟରାଇ ତେଲନାଇ ଜଙ୍ଗଲରେ ଚାଲିଥିଲା ମାଓ ଶିବିର । ଶୁକମାରେ DRG ଯବାନ
ରାସ୍ତାରୋକ
25m ago
ପାଣି ପାଇଁ ଦୁଇଟି ଜାଗାରେ ରାସ୍ତାରୋକ
ବାଲେଶ୍ୱର: ପାଣି ପାଇଁ ରାସ୍ତାରୋକ । ନୀଳଗିରି ବ୍ଲକ ଭଉଁରୀଆବାଡ଼ ପଞ୍ଚାୟତର ତେନ୍ତୁଳାପଡା ଗାଁରେ ପାନୀୟ ଜଳ ସଙ୍କଟ । ସ୍ବଚ୍ଛ ପାଣି ନମିଳିବାରୁ ବାଧ୍ୟ ହୋଇ ଗାଁ ଲୋକ ଗରା, ବାଲ୍ଟ
ତାତି
ରାଜ୍ୟରେ ବଢୁଛି ତାତି , ୬ ରାଜ୍ୟ ପାଇଁ ହିଟ୍ ୱେଭ ଜାରି
ଅର୍ଗସ ବ୍ୟୁରୋ : ଆଜି ବି ଅସହ୍ୟ ତାତି ଅନୁଭୁତ ହେବ । ସକାଳ 8.30 ସୁଦ୍ଧା ଭୁବନେଶ୍ବରେ ପାରଦ 34.6 ରେକର୍ଡ କରାଯାଇଛି । ଗତ 3 ଦିନ ହେବେ ରାଜ୍ୟରେ ବଢିଛି ତାପମାତ୍ରା । ସକାଳ ସାଢ