ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି
by Argus News
Thu, Jul 04 | 8:45 a.m.

ନୂଆଦିଲ୍ଲୀ:  ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି । ଗୋଟିଏ ସପ୍ତାହ ମଧ୍ୟରେ ୨ ଥର ହସ୍ପିଟାଲରେ ହେଲେଣି ଭର୍ତ୍ତି । ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

ଗତ ସପ୍ତାହେ ପୂର୍ବରୁ ମଧ୍ୟ ଆଡଭାନୀଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ତେବେ ପରେ ଚିକିତ୍ସା କରାଯାଇ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା । ଆଡଭାନୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଛି । ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି । 

ଅଧିକ ପଢନ୍ତୁ ଭାରତ ଖବର 
 

FIRE MISHAP
ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଭୁବନେଶ୍ୱର: ପାହାଳ ନିକଟସ୍ଥ ଏକ ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅଗ୍ନିଶ
ଜିଲ୍ଲାପ୍ରଶାସନ
ଧ୍ରୁବଙ୍କ ସ୍ବାଦ କେଳେଙ୍କାରୀର ତଦନ୍ତ କରିବ ଜିଲ୍ଲାପ୍ରଶାସନ
କେନ୍ଦ୍ରାପଡା: ଧ୍ରୁବଙ୍କ ସ୍ବାଦ କେଳେଙ୍କାରୀର ତଦନ୍ତ କରିବ ଜିଲ୍ଲା ପ୍ରଶାସନ। ଅର୍ଗସରେ ବାରମ୍ବାର ଖବର ପ୍ରସାରଣ ପରେ ଭାଙ୍ଗିଲା ପ୍ରଶାସନର ନିଦ। ଲୋକଙ୍କ ପ୍ରତିବାଦ ପରେ ଜାଗିଲ
ପିଏମ୍‌ କିଷାନ
କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା
ଅର୍ଗସ ବ୍ୟୁରୋ: କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ବଢିବ ପିଏମ୍‌ କିଷାନ ହିତାଧିକାରୀଙ୍କ ସଂଖ୍ୟା । କାଳିଆରେ ସାମିଲ କିନ୍ତୁ ପିଏମ୍‌ କିଷାନରୁ ବା