ରାଜ୍ୟରେ ଚାଲିଛି ଭିଡିଓ ସରକାର: ଧର୍ମେନ୍ଦ୍ର ପ୍ରଧାନ
by Argus News
Sun, Apr 21 | 7:19 a.m.

ଅର୍ଗସ ବ୍ୟୁରୋ:  ବୌଦ୍ଧ କଣ୍ଟାମାଳରେ ବିଜେଡିକୁ ଜୋରଦାର ଆଟାକ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର କହିଛନ୍ତି, ରାଜ୍ୟରେ ଚାଲିଛି ଭିଡିଓ ସରକାର। ଗୁମାସ୍ତାଙ୍କ ହାତରେ ରାଜ୍ୟ ଶାସନର ରିମୋଟ୍ କଣ୍ଟ୍ରୋଲ ରହିଛି। ଓଡ଼ିଆ ଅସ୍ମିତା ବଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିନିଧିଙ୍କୁ ନିର୍ବାଚିତ କରିବାକୁ ଆହ୍ବାନ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଖାଲି ଏତିକି ନୁହେଁ, ପ୍ରଣବ ପ୍ରକାଶ ଦାସଙ୍କୁ କଟାକ୍ଷ କରିଛନ୍ତି ଧର୍ମେନ୍ଦ୍ର । କଟାକ୍ଷ କରି କହିଛନ୍ତି, ସମ୍ବଲପୁରରେ ମୋ ସହ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି ଜଣେ କ୍ରିତଦାସ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ