ବୃଦ୍ଧ ସ୍ୱାମୀଙ୍କୁ ଉଲଗ୍ନ କରି ପତ୍ନୀ ମାଡ଼ ମାରୁଥିବାର ଭିଡିଓ ଭାଇରାଲ 
by Argus News
Wed, Jul 17 | 7:32 a.m.

କେନ୍ଦ୍ରାପଡା: ବୃଦ୍ଧ ସ୍ୱାମୀଙ୍କୁ ଉଲଗ୍ନ କରି ପତ୍ନୀ ମାଡ଼ ମାରୁଥିବାର ଭିଡିଓ ଭାଇରାଲ ହେବା ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆଳି ତହସିଲର ଅତିରିକ୍ତ ତହସିଲଦାର ଓ ଥାନା ଏସଆଇ ପହଞ୍ଚି ବୃଦ୍ଧଙ୍କୁ ଉଦ୍ଧାର କରିଛନ୍ତି l

ପ୍ରାୟ 5 ବର୍ଷ ହେବ ତାଙ୍କର ମାନସିକ ଅବସ୍ଥା ଭଲ ନଥିବା ବେଳେ ସେ ଶାରୀରିକ ଭାବେ ଅସୁସ୍ଥ ହୋଇ ପଡ଼ିଥିଲେ l ଶନିବାର ଦିନ ରାମଚନ୍ଦ୍ରଙ୍କୁ ତାଙ୍କ ପତ୍ନୀ ରୀନା ମଳିକ ଉଲଗ୍ନ ଅବସ୍ଥାରେ ମାଡ଼ ମାରୁଥିବାର ଏକ ଭିଡିଓ ଭାଇରଲ ହେବା ପରେ ବୃଦ୍ଧଙ୍କୁ  ଉଦ୍ଧାର କରି ଆଳି ମେଡିକାଲରେ ଭର୍ତ୍ତୀ କରିଛନ୍ତି ସ୍ଥାନୀୟ  କର୍ମଚାରୀ । 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା