ଭିଜିଲାନ୍ସ ଜାଲରେ ଅମିନ
by Argus News
Thu, Feb 08 | 5:11 p.m.

ଅର୍ଗସ ବ୍ୟୁରୋ : ଭିଜିଲାନ୍ସ ଜାଲରେ ଅମିନ । ୮ ହଜାର ଟଙ୍କା ଲାଞ୍ଚ ନେଉ ଥିବା ବେଳେ ପଡିଲେ ଧରା । ବଲାଙ୍ଗିର ଜିଲ୍ଲା ସଇଁତଳା ତହସିଲ କାର୍ଯ୍ୟଳୟ ଅମିନ ନିର୍ମଳେନ କବି ଜମି ଡିମାର କେସନ ପାଇଁ ନିରେନ ସାହୁଙ୍କୁ ବାରମ୍ବାର ଟଙ୍କା ମାଙ୍ଗୁ ଥିଲେ ଶେଷରେ ନିରାଶ ହୋଇ ଭିଜିଲାନ୍ସର ଠାରେ ଅଭିଯୋଗ କରିଥିଲେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଆଜି ଅମିନ ନିର୍ମଳେନ୍ଦୁ କବି ନିରଞ୍ଜନ ସାହୁଙ୍କଠୁ ୮ ହଜାର ଟଙ୍କା ତହସିଲ କାର୍ଯ୍ୟାଳୟରେ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା । ବଲାଙ୍ଗିର ଭିଜିଲାନ୍ସ ଟିମ୍ ୮ ହଜାର ଟଙ୍କା ଜବତ କରିବା ସହ ନିର୍ମଳେନ୍ଦୁ କବିଙ୍କୁ ବଲାଙ୍ଗିର ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ଅଧିକ ପଚରାଉଚରା କରୁଛି ।
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ