ଆଜି ଜମ୍ମୁ କାଶ୍ମୀରରେ ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ୍ ଗ୍ରହଣ
by Argus News
Tue, Oct 01 | 7:07 a.m.

ଅର୍ଗସ ବ୍ୟୁରୋ: ଆଜି ଜମ୍ମୁ କାଶ୍ମୀରରେ ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ସମସ୍ତ ଭୋଟଗ୍ରହଣ କେନ୍ଦ୍ରରେ କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ମତଦାନ । 7 ଜିଲ୍ଲାର ୪୦ଟି ବିଧାନସଭା ଆସନରେ ଚାଲିଛି ମତଦାନ। 39.18 ଲକ୍ଷ ଭୋଟର 415 ପ୍ରର୍ଥୀଙ୍କର  ଭାଗ୍ୟ ନିର୍ଦ୍ଧାରଣ କରିବେ  ।

ତୃତୀୟ ପର୍ଯ୍ୟାୟ ୪୦ଟି ବିଧାନସଭା ଆସନ ମଧ୍ୟରୁ ଜମ୍ମୁ, ସାମ୍ବା, କଠୁଆର ୨୪ଟି ଏବଂ କୁପାୱାଡ଼ା, ବାରାମୂଳା ଓ ବନ୍ଦିପୁରା ଜିଲ୍ଲାର ୧୬ଟି ଆଶନରେ ଲଢେଇ । ପୋଲିଂ ପାର୍ଟି ନିଜ ନିଜ ବୁଥରେ ପହଞ୍ଚି ସାରିଛନ୍ତି ।  ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏହି ପର୍ଯ୍ୟାୟରେ ପ୍ରାୟ ୪୦ ଲକ୍ଷ ଭୋଟର ୪୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।

ସକାଳ ୭ଟାରୁ ଭୋଟଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । 8 ଅକ୍ଟୋବରରେ ଘୋଷଣା ହେବ ଫଳାଫଳ ।

 

ଲକ୍ଷ୍ମୀ ବସ
2m ago
ଲକ୍ଷ୍ମୀ ବସ-ସ୍କୁଟି ମୁହାଁମୁହିଁ
ଅର୍ଗସ ବ୍ୟୁରୋ: ଆସୁଥିଲେ ମେଡିକାଲକୁ ଡ୍ୟୁଟି । ହେଲେ ସାମ୍ନାରୁ ଆସି ଧକ୍କା ଦେଲା ଲକ୍ଷ୍ମୀ ବସ। ଦୁର୍ଘଟଣାରେ ଗୁରୁତର ହେଲେ ଷ୍ଟାଫ ନର୍ସ। ଏଭଳି ଘଟଣା ଘଟିଛି ଉଦଳା ଥାନା ପିସିପୁର ଛ
ଗୁଳି ବାଜିବା ପରେ
30m ago
ଗୁଳି ବାଜିବା ପରେ ପ୍ରକାଶ ପାଇଲା ଗୋବିନ୍ଦାଙ୍କ ପ୍ରତିକ୍ରିୟା‌: କହିଲେ ଭଲ ଅଛି
ଅର୍ଗସ ବ୍ୟୁରୋ: ଅକ୍ଟୋବର ପହିଲା ବା ମଙ୍ଗଳବାର ଦିନ ଗୁଳି ଆଘାତ ପାଇ ସକାଳୁ ସକାଳୁ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ ଅଭିନେତା ଗୋବିନ୍ଦା। ହସ୍ପିଟାଲ୍‌ରେ ଭର୍ତ୍ତି ହେବ
ଟିମ୍ ଇଣ୍ଡିଆ
51m ago
ଟେଷ୍ଟରେ ଟି୨୦ର ଜଲୱା,ଟିମ୍ ଇଣ୍ଡିଆର ଐତିହାସିକ ବିଜୟ
ଅର୍ଗସ ବ୍ୟୁରୋ:ଗର୍ଜିଲା ଜୈସ୍ୱାଲଙ୍କ ବ୍ୟାଟ୍ ଖେଳିଲେ ୫୧ ରନର ଧୂଆଁଦାର ଅର୍ଦ୍ଧଶତକୀୟପାରି,ଅଶ୍ବିନ-ବୁମରାଙ୍କ ଘାଇଲା ବୋଲିରେଚିତପଟାଙ୍ଗ ମାରିଲେ ବାଂଲା ବ୍ୟାଟର।କାନପୁର ଟେଷ୍ଟର