ଶ୍ରମିକଙ୍କ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର 
by Argus News
Thu, Mar 14 | 2:12 p.m.

 ଭୁବନେଶ୍ୱର: ବଢିଲା ଶ୍ରମିକଙ୍କ ମଜୁରୀ ।  ଶ୍ରମିକଙ୍କ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର ।   ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର।

୪ଟି ବର୍ଗର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବଢିଲା। ଅଣକୁଶଳୀ ଶ୍ରମିକଙ୍କ  ମଜୁରୀ  ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି।  ଅର୍ଦ୍ଧକୁଶଳୀଙ୍କ ୩୯୨ରୁ ୫୦୦ ଟଙ୍କାକୁ ବୃଦ୍ଧି। କୁଶଳୀଙ୍କ ୪୪୨ରୁ ୫୫୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ମଜୁରୀ ୫୦୨ରୁ ୬୦୦ ଟଙ୍କାକୁ ବୃଦ୍ଧି।
ଅଧିକ ପଢନ୍ତୁ ଓଡ଼ିଶା ଖବର 

ARREST
now
ହୋର୍ଡିଂ କମ୍ପାନୀର ମାଲିକ ରିରଫ
ଅର୍ଗସ ବ୍ୟୁରୋ: ସୋମବାର ମୁମ୍ବାଇରେ ଜୋରରେ ପବନ ବହିବା ସହ ଭୟଙ୍କର ଧୂଳିଝଡ ହୋଇଥିଲା। ଏଠୀରେ ଥିବା ଏକ ପେଟ୍ରୋଲ ପମ୍ପ ନିକଟରେ ଥିବା ହୋର୍ଡିଂ ଖସି ପଡିଥିଲା । ଧୂଳିଝଡ ପାଇଁ ହୋର୍ଡିଂ ତଳ
HEMA MALINI
1m ago
ରାଜଧାନୀରେ ଡ୍ରିମଗାର୍ଲ, ବିଜେପିର ଷ୍ଟାରକ୍ୟାମ୍ପନର ହେମାମାଳିନୀ
ଅର୍ଗସ ବ୍ୟୁରୋ: ଭୁବନେଶ୍ୱରରେ ପହଞ୍ଚିଲେ ବଲିଉଡ ଡ୍ରିମଗାର୍ଲ ହେମାମାଳିନୀ। ଭୁବନେଶ୍ୱର ସାଲିଆ ସାହିରେ ପ୍ରଚାର କାର୍ଯ୍ୟକ୍ରମର ରହିଛି।ବିଜେପିର ଷ୍ଟାରକ୍ୟାମ୍ପନ
EMPLOYEES
କମ୍ପାନୀରେ ବାରମ୍ବାର ବିଷାକ୍ତ ଗ୍ୟାସ ଲିକ ଯୋଗୁଁ ଘଟୁଛି ଅଘଟଣ
ଅର୍ଗସ ବ୍ୟୁରୋ: ମହିଳା କର୍ମଚାରୀଙ୍କ ଜୀବନ ସହ ଖେଳ । ବାଲେଶ୍ଵରରେ ଛତୁ ଫୁଟିଲା ଭଳି ମାଳ ମାଳ ଚିଙ୍ଗୁଡ଼ି କମ୍ପାନୀ । କମ୍ପାନୀରେ ନିୟୋଜିତ ମହିଳା କର୍ମଚାରୀଙ୍କ ଜୀବନ ସହ ଖେଳୁଛନ୍ତ