ଆଜି ମଧ୍ୟପ୍ରାଚ୍ୟରେ ୱାକି ଟକି ବ୍ଲାଷ୍ଟ , ୨୦ରୁ ଅଧିକ ମୃତ
by Argus News
Thu, Sep 19 | 6:06 p.m.

ଅର୍ଗସ ବ୍ୟୁରୋ : ମଧ୍ୟପ୍ରାଚ୍ୟରେ ସିରିଜ୍ ଗ୍ୟାଜେଟ୍ ହମଲା । ଲେବାଲନ୍ ପେଜର୍ ବ୍ଲାଷ୍ଟରେ ଥରହର ହେବା ପରେ ଆଜି ୱାକି ଟକି ବ୍ଲାଷ୍ଟରେ ୨୦ରୁ ଅଧିକ ମୃତ ଏବଂ ଅନେକ ଆହତ ହୋଇଛନ୍ତି। ଗତକାଲି ଲେବାନନ୍ ରୁ ସିରିଆ ଯାଏ ସିରିଜ୍ ପେଜର୍ ବ୍ଲାଷ୍ଟ ରେ  ୯ରୁ ଅଧିକ ଲୋକ ଙ୍କ ମୃତ୍ୟୁ ଘଟିଥିଲା । ଇସ୍ରାଏଲର ମୋସାଦକୁ ଏହି ବ୍ଲାଷ୍ଟ ପାଇଁ ଦାୟୀ କରିଛି ହିଜବୁଲ୍ଲା ଗୋଷ୍ଠୀ ।

ଅଧିକ ପଢନ୍ତୁ : ଲେବାନନରେ ଭୟଙ୍କର "ପେଜର ବିସ୍ଫୋରଣ", ଗଲା ୧୧ ଜଣଙ୍କ ଜୀବନ

ଇସ୍ରାଏଲ ଉପରେ ପ୍ରତିଶୋଧ ନେବାକୁ ପ୍ରସ୍ତୁତ ହେଉଛି ହିଜବୁଲ୍ଳା । ଲେବାଲନ୍ ରେ ଗାଜେଟ୍ ରେ ବ୍ଳାଷ୍ଟ ପରେ ଲୋକମାନେ ଲାପ୍ ଟପ୍ , ମୋବାଇଲ୍ ନା ଅନ୍ୟ କୈାଣସି ଗାଜେଟ୍ ବ୍ୟବହାର କରିବାକୁ ଭୟ କରୁଛନ୍ତି । ମଧ୍ୟ ପ୍ରାଚ୍ୟରେ ଜୁଦ୍ଧ ସ୍ଥିତି ଭିତରେ ବର୍ତମାନ ଗାଜେଟ୍ ଆଟାକ୍ ପୁରା ବିଶ୍ବକୁ ସ୍ତବ୍ଧ କରିଛି । 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ