ପୁଣି ରାଜ୍ୟରେ ଅସହ୍ୟ ତାତି, ୪୦ ଡିଗ୍ରୀ ଛୁଇଁଲା ତାପମାତ୍ର
by Argus News
Sun, Apr 14 | 3:31 p.m.

ଅର୍ଗସ ବ୍ୟୁରୋ : ପୁଣି ରାଜ୍ୟରେ ବଢିଲା ତାପମାତ୍ରା । ରାଜ୍ୟର କିଛି ସହରର ତାପମାତ୍ରା ଆଜି ୪୦ ଡିଗ୍ରୀ ଛୁଇଁଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଦେଇଥିବା ରିପୋର୍ଟ ମୁତାବକ ଦିନ ୨.୩୦ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୯.୬ ଡିଗ୍ରୀ ରହିଛି । 

ଅଧିକ ପଢନ୍ତୁ ପାଣିପାଗ ଖବର

ସେହିଭଳି ଚାନ୍ଦବାଲି, ୩୯.୨, ଝାରସୁଗୁଡା ୩୮.୮, ରାଉରକେଲା ୩୭.୮, କେନ୍ଦୁଝର ୩୭.୪, ସମ୍ବଲପୁର ୩୭.୨, ହୀରାକୁଦ ୩୭.୨ ବାଲେଶ୍ୱର ୩୭, ପାରାଦୀପ ୩୫.୫, ପୁରୀ ୩୪.୬ ଓ ଗୋପାଳପୁର ୩୪.୫ ଡିଗ୍ରୀ ସେଲସିୟସ ରହିଛି । ପାଣିପାଗ ବିଭାଗର ସୂଚନା ମୁତାବକ ଆଗକୁ ତାପମାତ୍ରା ଆହୁରି ବୃଦ୍ଧି ହେବ । ୧୫ ତାରିଖ ଠାରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୧୦ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ