ଖସିବ ପାରଦ, ଆଜିଠୁ ବଢିବ ଶୀତ
by Argus News
Sat, Jan 13 | 7:22 a.m.

ଅର୍ଗସ ବ୍ୟୁରୋ : ଆଜିଠୁ ବଢିବ ଶୀତ । ରାତି ବେଳା ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ । ୧୫ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ପରିଲକ୍ଷିତ ହେବ । ଆଭ୍ୟନ୍ତିଣ ଏବଂ ଦକ୍ଷିଣ ଓଡ଼ିଶାରେ ଘନ କୁହୁଡ଼ି ପରିଲକ୍ଷିତ ହେବ । ୧୭ ଓ ୧୮ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ରାଜ୍ୟରେ ଶୀତ ବଢ଼ିବା ସତ୍ତ୍ବେ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହେବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, କନ୍ଧମାଳ, କଟକ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, କେଦନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ଲାଗି ରହିବ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

କୋରାପୁଟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮.୮ ଡିଗ୍ରି ରେକର୍ଡ ହୋଇଥିବା‌ ବେଳେ କିରେଇରେ ୯.୫, ସିମିଳିଗୁଡ଼ାରେ ୧୨.୧, ସୁନ୍ଦରଗଡ଼ରେ ୧୨.୬, ଦାରିଙ୍ଗବାଡ଼ିରେ ୧୩, ଫୁଲବାଣୀରେ ୧୩.୫ ଡିଗ୍ରି ରହିଥିଲା।
 

ILLEGAL MINING
now
ବେଆଇନ୍ ଖଣି ଉତ୍ତୋଳନ ନେଲା ୩ ଶ୍ରମିକଙ୍କ ଜୀବନ
ଅର୍ଗସ ବ୍ୟୁରୋ: ୩ ପରିବାରର ଖଣି ଲୁଟର ଶିକାର ଗରିବ ଶ୍ରମିକ । ଡଙ୍କାରୀରେ ବେଆଇନ୍ ଖଣି ଉତ୍ତୋଳନ ନେଲା 3 ଶ୍ରମିକଙ୍କ ଜୀବନ । 3 ଦିନ ପୂର୍ବରୁ ଜଣେ ଶ୍ରମିକଙ୍କ ମୃତ୍ୟ
SECOND
ଶନିବାର ଥମିଛି ପ୍ରଚାର, ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଶନିବାର ଥମିଛି ପ୍ରଚାର । ସମସ୍ତ ବଳ ଲଗାଇ ଦେଇଛନ୍ତି ପ୍ରାର୍ଥୀ । ଜନତାଙ୍କ ମନ ଜିତିବା ସହ ବିକାଶ ଓ ନି
LOW PRESSURE
ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା, ପାଣିପାଗ ବିଭାଗର ସୂଚନା
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲ