ଜୟନ୍ତଙ୍କୁ ପାଖକୁ ଡାକି କଣ କହିଲେ ପ୍ରଧାନମନ୍ତ୍ରୀ ?
by Argus News
Mon, May 20 | 7:53 a.m.

ଅର୍ଗସ ବ୍ୟୁରୋ:  ଜୟନ୍ତ ଷଡଙ୍ଗୀଙ୍କୁ କଣ କହିଲେ ମୋଦି ? ପାଖକୁ ଡାକିଲେ ଏବଂ ବିଧାୟକ ଜୟନ୍ତ ଷଡଙ୍ଗୀଙ୍କୁ କିଛି କହୁଥିବାର ନଜର ଆସିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶ୍ରୀମନ୍ଦିରରେ ପଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସକାଳୁ ସକାଳୁ ଭୁବନେଶ୍ୱର ରାଜଭବନରୁ ବାହାରି ପୁରୀ ଅଭିମୁଖେ ବାହାରିଥିଲେ ପ୍ରଧାନମନ୍ତ୍ରୀ ମୋଦି । ପୁରୀରେ ପହଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରଛନ୍ତି ମୋଦି । ଏହି ସମୟରେ ଜୟନ୍ତ ଷଡଙ୍ଗୀଙ୍କୁ ପାଖକୁ ଡାକି କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ। ପରେ ମହାପ୍ରଭୁଙ୍କ ଦର୍ଶନ କରିସାରିବା ପରେ ବଡ଼ଦାଣ୍ଡରୁ ଆରମ୍ଭ କରିବେ ରୋଡ଼ ସୋ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

ମୁମ୍ବାଇରୁ ଲଣ୍ଡନ
8m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
9m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
12m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍