ମାଛ ଧରି ଫେରୁଥିବା ବେଳେ ସମୁଦ୍ରରେ ବୁଡିଗଲା ଡଙ୍ଗା
by Argus News
Thu, Oct 17 | 2:38 p.m.

ଅର୍ଗସ ବ୍ୟୁରୋ: ତାଳସାରୀ ମୁହାଣରେ ମାଛଧରା ଡଙ୍ଗା ବୁଡିଯାଇଛି। ମାଛ ଧରି ଫେରିବା ବେଳେ ଏହି ଅଘଟଣ ଘଟିଛି। କିନ୍ତୁ ଡଙ୍ଗା ବୁଡିବା ପରେ ମତ୍ସଜୀବୀ ବର୍ତ୍ତିଯାଇଛନ୍ତି। ୨ ଜଣଙ୍କୁ ଦୀଘା ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟମାନେ ଆଉ ଏକ ଡଙ୍ଗାରେ ଫେରିଛନ୍ତି। 

ସୂଚନା ଅନୁଯାୟୀ, ୬ ଜଣ ମତ୍ସଜୀବୀ ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ। ମାଛ ମାରି ଫେରିବା ସମୟରେ ଏହି ଡଙ୍ଗାଟି ବୁଡିଯାଇଥିଲା।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ମାଓ ପ୍ରବଣ ଅଞ୍ଚଳରେ
7m ago
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ