ଜଗନ୍ନାଥଙ୍କ ଭଜନ ଗାଉଥିବାବେଳେ ଚାଲିଗଲା ଜୀବନ 
by Argus News
Thu, Jul 11 | 10:18 a.m.

ଗଜପତି:  ଏମିତି ବି ଆସେ ମୃତ୍ୟୁ । ଜଗନ୍ନାଥଙ୍କ ଭଜନ ଗାଉଥିବାବେଳେ ଚାଲିଗଲା ଜୀବନ । ମହାପ୍ରଭୁଙ୍କ ଭଜନ ଗାଇ ଗାଇ ଟଳିପଡ଼ିଲେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର ଦାସ । ଭକତ ବିଦୁର ଶାଗ ଭଜା ନେଇ ଗୀତ ଗାଉଥିବାବେଳେ ସେ ହଠାତ ଟଳିପଡ଼ିଥିଲେ । ବୁଧବାର ରାତିରେ ପାରଳାଖେମୁଣ୍ଡି ବୃନ୍ଦାବନ ପ୍ୟାଲେସରେ ପ୍ରଶାସନିକ ଅଧିକାରୀମାନେ ଏକ ନୈଶ୍ୟ ଭୋଜିର ଆୟୋଜନ କରିଥିଲେ।

ଏହି ଅବସରରେ ଚାଲିଥିବା ସଭାରେ ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର ଦାସ ମହାପ୍ରଭୁଙ୍କ ଭଜନ ଗାଉଥିବାବେଳେ ହଠାତ ଟଳିପଡିଥିଲେ ।  ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ପରେ ବ୍ରହ୍ମପୁର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ  ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। 

ଅଧିକ ପଢନ୍ତୁ ଓଡିଶା ଖବର 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା