ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ କାହିଁକି ଚୁପ୍ ରାଜ୍ୟ ସରକାର: ଧର୍ମେନ୍ଦ୍ର ପ୍ରଧାନ
by Argus News
Tue, May 21 | 12:46 p.m.

ଅର୍ଗସ ବ୍ୟୁରୋ:  ରତ୍ନଭଣ୍ଡାର ଚାବି ହଜିବା ପଛରେ ବଡ଼ ଷଡ଼ଯନ୍ତ୍ର ରହିଛି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ କାହିଁକି ଚୁପ୍ ରାଜ୍ୟ ସରକାର   ? କେଉଁ ମଜବୁରୀ ପାଇଁ ରତ୍ନଭଣ୍ଡାର ପ୍ରସଙ୍ଗ ଲୋକଲୋଚନକୁ ଅଣାଯାଉନି ?କାହିଁକି ରତ୍ନଭଣ୍ଡାର ଖୋଲାଯାଉନି, କାହାକୁ ଘଣ୍ଟ ଘୋଡ଼ାଯାଉଛି ? କାହା ପାପ ଲୁଚାଇବା ପାଇଁ ଏ କାମ କରୁଛନ୍ତି ବିଜେଡି ସରକାର ? ଏଥର ବିଜେଡି ସରକାର ଯିବା ଥୟ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ସେପଟେ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତ ସମୟରେ ବିଜେପି ଆସିଲେ ଚାବି ହଜିବା ରହସ୍ୟ ଖୋଲିବେ ବୋଲି କହିଥିଲେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021