ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ
by Argus News
Fri, Dec 01 | 7:50 a.m.

ଅର୍ଗସ ବ୍ୟୁରୋ:  ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ । ଟ୍ରକ୍ କୁ ପିଟିଲା ୱିଙ୍ଗର ଭ୍ୟାନ୍  । ଦୁର୍ଘଟଣାରେ 8 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ 20 ନମ୍ବର ଜାତୀୟ ରାଜପଥର ବାଲିଯୋଡି ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତକ ଦିଗପହଣ୍ଡି ଅଞ୍ଚଳର ବୋଲି ଜଣାପଡିଛି । 

ରାସ୍ତାକଡରେ ଠିଆ ହୋଇଥିବା ଟ୍ରକ୍ ସହ ଧକ୍କା ହୋଇଛି ଭ୍ୟାନ୍ । ଭ୍ୟାନ୍ ଚୁର୍ ମାର୍ । ଦୁର୍ଘଟଣାରେ ଆଉ 7 ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତେ ତାରିଣୀ ଦର୍ଶନ ପାଇଁ ଦିଗପହଣ୍ଡିରୁ ଆସିଥିବା ସୂଚନା ରହିଛି। ତାରିଣୀ ମନ୍ଦିରରୁ ମାତ୍ର 3 କିମି ପୂର୍ବରୁ ଏହି ଦୁର୍ଘଟଣା ଘଟିଛି । 

ମହିଳାଙ୍କ ଉପରେ ଚଢ଼ିଗଲା ଆଇରନ ବୋଝେଇ ଟ୍ରକ

HEALTH
7m ago
୪୧ ଔଷଧର ବଦଳିଲା ମୂଲ୍ୟ
ଅର୍ଗସ ବ୍ୟୁରୋ: ମଧୁମେହ, ଶରୀରର ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ ସମସ୍ୟା, ଆଣ୍ଟାସିଡ୍‌, ସଂକ୍ରମଣ, ଏବଂ ଆଲର୍ଜି, ମଲ୍ଟିଭାଇଟାମିନ୍ ଏବଂ ଆଣ୍ଟିବାୟୋଟିକ୍ ପରିନ କେତକ ଔଷଧର ମୂଲ୍
ଖଲ୍ଲିକୋଟ
47m ago
ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ ?
ବ୍ରହ୍ମପୁର: କାହା ଚାପରେ ଚୁପ ଗଞ୍ଜାମ ପୋଲିସ । ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ । ବିଜେପିର ଅଭିଯୋଗ ପରେ ବି ଚୁପ ବସିଛି ପୋଲିସ
ନୋଟ୍ ବଣ୍ଟା
53m ago
ହାରିବା ଭୟରେ ବିଜେଡିର ଟଙ୍କା ବଣ୍ଟା ଅଭିଯାନ
ସମ୍ବଲପୁର: ଅର୍ଗସ ହାତରେ ଲାଗିଲା ପୁଣି ଏକ ଏକ୍ସକ୍ଲୁସିଭ୍ ଭିଯୁଆଲ । 500 ଟଙ୍କିଆ ନୋଟ୍ ବଣ୍ଟା ହେବା ବେଳେ ଛିଡୁ ନାହିଁ ଭାଗ । କିଏ କେତେ ନେବ ତାକୁ ନେଇ ଚାଲିଥିଲା ଯୁକ୍ତି