ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
by Argus News
Wed, Sep 18 | 9:49 p.m.

 ନୂଆଦିଲ୍ଲୀ:  ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ।  ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର ।  ରୋହିତ ଶର୍ମାଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ ।  ପାକିସ୍ତାନକୁ ଟେଷ୍ଟ ସିରିଜ ହରାଇବା ପରେ ଫର୍ମରେ ରହିଛି ବାଂଲାଦେଶ ଟିମ୍।  କାଲି ସକାଳ ୯ଟା ୩୦ ରୁ ଆରମ୍ଭ ହେବ ମ୍ୟାଚ। 

ଭାରତ ଏବଂ ବାଂଲାଦେଶ ମଧ୍ୟରେ ପ୍ରଥମ ଟେଷ୍ଟ ସେପ୍ଟେମ୍ବର ୧୯ରୁ ୨୩ ଯାଏ ଖେଳାଯିବ । ଯାହାକି ଚେନ୍ନାଇରେ ଖେଳାଯିବ । ପରେ ପରେ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବ ୨ୟ ଟେଷ୍ଟ ମ୍ୟାଚ୍  ଏହା କାନୁପରରେ ଖେଳାଯିବ । 
ଅଧିକ ପଢନ୍ତୁ କ୍ରୀଡା ଖବର 

ବାଲେଶ୍ବର ବନ୍ୟା
18m ago
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
50m ago
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
55m ago
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ