ସାପ କାମୁଡ଼ାରେ ମହିଳା ମୃତ
by Argus News
Sun, Apr 21 | 4:15 p.m.

ଅର୍ଗସ ବ୍ୟୁରୋ: ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଭୁଟୁକାବାଦି ଗ୍ରାମରେ। ତେବେ ସୁଚନା ଅନୁସାରେ ଫାଗୁରାମ  ହେମ୍ବ୍ରମଙ୍କ ସ୍ତ୍ରୀ ରାଣୀ ହେମ୍ବ୍ରମ (୪୫) ଶୋଇଥିବା ସମୟରେ ତାଙ୍କୁ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। 

ପରିବାର ଲୋକେ ଜାଣିବା ପରେ ତାଙ୍କୁ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। କିନ୍ତୁ ଡାକ୍ତର ରାଣୀଙ୍କୁ ମୃତ ଘୋଷଣା କରି ଶବ ବ୍ୟବଚ୍ଛେଦ କରିଥିଲେ। ଏନେଇ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହିତ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ