ବେଆଇନ ମଦ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୬ ଗ୍ରାମର ମହିଳା
by Argus News
Mon, Oct 28 | 1:40 p.m.

ଅର୍ଗସ ବ୍ୟୁରୋ:  ମଦ ବିରୋଧରେ ମହିଳାଙ୍କ ମହାମେଳି । ବେଆଇନ ମଦ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୬ ଗ୍ରାମର ମହିଳା । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ଏବେ ଅବାଧରେ ବେଆଇନ ଦେଶୀ ଓ ବିଦେଶୀ ମଦ ବିକ୍ରି ଚାଲିଛି । ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅବକାରୀ ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହିଁ । ଅତିଷ୍ଟ ହୋଇ ମହିଳାମାନେ ମଦ ବିକ୍ରି ବନ୍ଦ କରିବା ପାଇଁ ଆଗକୁ ଆସିଛନ୍ତି ।  ଅବାଧରେ ଦେଶୀ ଓ ବିଦେଶୀ ମଦ ବିକ୍ରି ହେଉଥିବା ବେଳେ ମଦ ପିଇ ଅନେକ ଅସମୟରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଲୋକେ ମୃତ୍ୟୁବରଣ କରୁଛନ୍ତି । ଏଣୁ ମଦ ବନ୍ଦ କରିବା ପାଇଁ ମହିଳାମାନେ ଏକତ୍ରିତ ହୋଇ ଅଣ୍ଟା ଭିଡିଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

ACCIDENT
27m ago
ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛରେ ପିଟିହେଲା କାର୍
ନବରଙ୍ଗପୁର: ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛରେ ପିଟିହେଲା କାର, ଶିକ୍ଷୟତ୍ରୀଙ୍କ କଟିଗଲା ହାତ । ଏଭଳି ଘଟଣା ଘଟିଛି ରାଇଘର ବ୍ଲକ ଯୋଡ଼େଙ୍ଗାରେ । ହାତ କଟିଥିବା ମହିଳା ମିନ
ଗଜପତି
37m ago
ଗଜପତି ଢେପାଗୁଡ଼ାରେ ବାଘ ଆତଙ୍କ
ଅର୍ଗସ ବ୍ୟୁରୋ: ଗଜପତି ଜିଲ୍ଲା ଚନ୍ଦ୍ରଗିରି ବନାଞ୍ଚଳ ଢେପାଗୁଡା କୃଷ୍ଣପୁର ଗାଁରେ ବାଘ ଆତଙ୍କ। ଗାଁ ନିକଟସ୍ଥ ଜଙ୍ଗଲରେ ଗୋଟିଏ ଗାଈକୁ ମାରି ଖାଇଥିବା ଜଣାପଡିଛି। ଆଜି ସକାଳେ ଗାଁର କିଛି ଲୋ
PROTEIN
ପ୍ରୋଟିନର ଅଭାବ ଆପଣଙ୍କ ସ୍ୱାସ୍ଥ୍ୟ ଉପରେ ପ୍ରଭାବ ପକାଏ
ଅର୍ଗସ ବ୍ୟୁରୋ: ପ୍ରୋଟିନର ଅଭାବ ଆପଣଙ୍କ ସ୍ୱାସ୍ଥ୍ୟ ଉପରେ ପ୍ରଭାବ ପକାଇପାରେ । ଶରୀରରେ ଏହି ଉପାଦାନର ଅଭାବ ରୋଗ ପ୍ରତିରୋଧକ କ୍ଷମତାକୁ ଦୁର୍ବଳ କରିଥାଏ ଯେଉଁଥିପାଇଁ ଆପଣ ବାରମ୍ବାର ଅସୁସ୍