ଷ୍ଟିଲ ସିଟି ରାଉରକେଲାରେ ଆୟୋଜିତ ହେଉଛି ମହିଳା ସ୍ପୋର୍ଟ୍ସ କନକ୍ଳେଭ୍
by Argus News
Fri, Feb 16 | 1:25 p.m.

ଅର୍ଗସ ବ୍ୟୁରୋ: ଷ୍ଟିଲ ସିଟି ରାଉରକେଲାରେ ରାଜ୍ୟର ଅଗ୍ରଣୀ ଘରୋଇ ନ୍ୟୁଜ ଚ୍ୟାନେଲ ଅର୍ଗସ ପକ୍ଷରୁ ଆୟୋଜିତ ହେଉଛି ମହିଳା ସ୍ପୋର୍ଟ୍ସ କନକ୍ଳେଭ୍ । ରାଜ୍ୟରେ ପ୍ରଥମ ଥର ପାଇଁ ଆୟୋଜିତ ହେଉଛି ମହିଳା ସ୍ପୋର୍ଟ୍ସ କନକ୍ଳେଭ୍ । ଅର୍ଗସର ମୁଖ୍ୟ ସମ୍ପାଦକ ସଂଜୟ ଜେନାଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଅର୍ଗସର କାର୍ଯ୍ୟନିର୍ବାହୀ ସମ୍ପାଦକ ଦୁର୍ଗାଶିଷ, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ଭାରତୀୟ ହକି ଦଳର ପୁର୍ବତନ ଅଧିନାୟକ ଦିଲ୍ଲୀପ ତିର୍କି ପ୍ରମୁଖ ଅତିଥି ଭାବେ ଯୋଗଦେଇଛନ୍ତି । ଏଥିରେ ରାଜ୍ୟରେ ଅନେକ ମହିଳା କ୍ରୀଡାବିତ ଯୋଗଦେଇଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍