ମହାନଦୀ ଗର୍ଭରେ ରତ୍ନ ପଥର ଖନନ ବେଳେ ଅଘଟଣ, ଫସି ରହିଛନ୍ତି ଶ୍ରମିକ
by Argus News
Sat, Mar 30 | 1:56 p.m.

ଅର୍ଗସ ବ୍ୟୁରୋ: ବୌଦ୍ଧ ମହାନଦୀ ଗର୍ଭରେ ରତ୍ନ ପଥର ଖନନ ବେଳେ ଅଘଟଣ । ଦୀର୍ଘ 20 ଘଣ୍ଟା ପରେ ବି ଉଦ୍ଧାର ହୋଇପାରିନାହାଁନ୍ତି ପଥର ତଳେ ଫସି ଯାଇଥିବା ଶ୍ରମିକ । ଗତକାଲି ଠାରୁ ପଥର ସନ୍ଧିରେ ଜଣେ ଶ୍ରମିକ ଫସିରହିଛନ୍ତି। ବେଆଇନ ଖନନ ପ୍ରକ୍ରିୟା ଚାଲିଥିବା ବେଳେ ଜଣେ ଶ୍ରମିକଙ୍କ ଉପରେ ଏକ ବିରାଟ ପଥର ଖସିପଡ଼ିଥିଲା ।  ବେଆଇନ ଖନନ ବେଳେ ଖସିପଡ଼ିଲା ପଥର । ଅଗ୍ନିଶମ ବିଭାଗ ସହାୟତାରେ ଚାଲିଛି ଉଦ୍ଧାର କାମ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

ଆଜିଠାରୁ ଏକମାସ
31m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
53m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
54m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି