ଦେଶ ବିଦେଶରୁ ମୋଦିଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
by Argus News
Wed, Jun 05 | 8:52 a.m.

ଅର୍ଗସ ବ୍ୟୁରୋ: କ୍ରମାଗତ ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି । ଜବାହରଲାଲ ନେହେରୁଙ୍କ ପରେ ଦେଶରେ ପ୍ରଥମ ନେତା ଭାବେ ଲଗାତାର ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇ ଇତିହାସ ରଚିବେ ନରେନ୍ଦ୍ର ମୋଦି । 292 ସିଟ୍ ସହ ବିଜେପି ନେତୃତ୍ବାଧୀନ  NDA ମେଣ୍ଟକୁ ମିଳିଛି ସ୍ପଷ୍ଟ ବହୁମତ ।  ବିଭିନ୍ନ ମହଲରୁ ଏନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ । 

 

ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜ୍ଜୁ ଏକ୍ସରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

 

ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

 

ଶ୍ରୀଲଙ୍କା ରାଷ୍ଟ୍ରପତି , ନେପାଲ ପ୍ରଧାନମନ୍ତ୍ରୀ ପୁଷ୍ପା କମଲ ଦହଲ ପ୍ରମୁଖ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

ମରିସସ୍ ପ୍ରଧାନମନ୍ତ୍ରୀ ପ୍ରଭିନ୍ଦ କୁମାର ଜୁଗନାଥ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

 

ଭୁଟାନ ପ୍ରଧାନମନ୍ତ୍ରୀ ସେରିଙ୍ଗ୍ ତୋଗେ ଏନଡିଏର ବିଜୟରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 
 

ବ୍ରିକ୍ସ ସମିଟ୍
3m ago
ରୁଷର କାଜାନଠାରେ ବ୍ରିକ୍ସ ସମିଟ୍ ଆରମ୍ଭ
ଅର୍ଗସ ବ୍ୟୁରୋ : ରୁଷର କାଜାନଠାରେ ବ୍ରିକ୍ସ ସମିଟ୍ ଆରମ୍ଭ ହୋଇଛି। ସମିଟର ଆରମ୍ଭରେ ରୁଷ୍ ୟୁକ୍ରେନ ଯୁଦ୍ଧକୁ ନେଇ ରାଷ୍ଟ୍ରପତି ପୁଟିନଙ୍କୁ ପୁଣି ଥରେ ଶାନ୍ତିର ସନ୍ଦେଶ ଦେଇଛନ୍ତ
ବାତ୍ୟା
10m ago
ବାତ୍ୟାକୁ ନେଇ ଐତିହ୍ୟର ସୁରକ୍ଷା ନିମନ୍ତେ ଏଏସଆଇ ପକ୍ଷରୁ ଚିଠି
ଅର୍ଗସ ବ୍ୟୁରୋ : ବାତ୍ୟାକୁ ଦୃଷ୍ଟିରେ ରଖି ଐତିହ୍ୟ କୀର୍ତ୍ତିରାଜି ଗୁଡିକର ସୁରକ୍ଷା ପାଇଁ ପଦକ୍ଷେପ ନେଇଛି ଏଏସଆଇ। ପୁରୀ, କଟକ, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଳାରେ ଥିବା ସମସ୍ତ ଐତିହ୍
ହାଇକୋର୍ଟ
15m ago
ସମ୍ଭାବ୍ୟ ଦାନା ବାତ୍ୟା ନେଇ ହାଇକୋର୍ଟରେ ଶୁଣାଣୀ
ଅର୍ଗସ ବ୍ୟୁରୋ : ସମ୍ଭାବ୍ୟ ଦାନା ବାତ୍ୟା ନେଇ ହାଇକୋର୍ଟରେ ଶୁଣାଣୀ। ଆଜି ଦିନ ୨ଟା ସୁଦ୍ଧା ଦଶହରା ପାଇଁ କଟକ ସହରରେ ଲାଗିଥିବା ବାଉଁଶ ଗେଟ, ଲାଇଟ ଗେଟ ତୁରନ୍ତ କାଢିବା ପାଇଁ ନିର୍ଦ୍ଦେଶ।