ସାପ କାମୁଡ଼ାରେ ଯୁବକ ମୃତ
by Argus News
Tue, Sep 24 | 8:49 p.m.

ଅର୍ଗସ ବ୍ୟୁରୋ: ଯାଜପୁର ରୋଡ ଥାନା ହୁଡ଼ିସାହିରେ ଅଘଟଣ ଘଟିଛି। ବିଷଧର ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ବିଳମ୍ବିତ ରାତିରେ ହୁଡ଼ିସାହି ସ୍ଥିତ ଘରେ କ୍ରିଷ୍ଣା ମୁଣ୍ଡା ଶୋଇଥିଲେ। 

ଏହି ସମୟରେ ଏକ ବିଷଧର ସାପ କ୍ରିଷ୍ଣାଙ୍କୁ କାମୁଡି ଦେଇଥିଲା l ଏହାକୁ ଦେଖି ପରିବାର ଲୋକେ ଚିକିତ୍ସା ପାଇଁ ଯାଜପୁର ରୋଡ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଆସିଥିଲେ l ସେପଟେ ଆଜି ଚିକିତ୍ସାଧୀନ ଅବସ୍ଥାରେ କ୍ରିଷ୍ଣାଙ୍କର ମୃତ୍ୟୁ ଘଟିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ବିଲୁଆ
3m ago
ବିଲୁଆ ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ୱ ଆହତ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଲସରା ରେଞ୍ଜ ଅଧିନସ୍ଥ ହାତୀଓଟ, ଯେମାଦେଇପୁର, ପ୍ରାଣପୁରଦେଇପୁର ଗ୍ରାମରେ ବିଲୁଆ ଆକ୍ରମଣରେ ୨୦ ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି । ସକାଳେ ଏଭଳି ଘଟଣ
ଆସୁଛନ୍ତି ନଡ୍ଡା
5m ago
ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ନଡ୍ଡା
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ । ରାଜ୍ୟ ପଦାଧିକାରୀ
ଜାହାଜ କାରଖାନା
8m ago
୯୩୪.୫୪ କୋଟି ଟଙ୍କା ବିନିଯୋଗରେ ଭଦ୍ରକରେ ହେବ ଜାହାଜ କାରଖାନା
ଅର୍ଗସ ବ୍ୟୁରୋ: ଓଡ଼ିଶାରେ ତିଆରି ହେବ ଜାହାଜ । ଭଦ୍ରକ ଜିଲ୍ଲାରେ ‌ନେପ୍‌ଚୁନ୍‌ସ ସିପ୍‌ ବିଲ୍‌ଡର୍ସ ଆଣ୍ଡ ରିସାଇକ୍ଲର୍ସ ପ୍ରାଇଭେଟ୍ ଲିମିଟେଡ୍‌ ୯୩୪.୫