ବିଦ୍ୟୁତ ଆଘାତରେ ଯୁବକ ମୃତ
by Argus News
Wed, Jul 10 | 2:04 p.m.

ଅର୍ଗସ ବ୍ୟୁରୋ: ବିଦ୍ୟୁତ ଆଘାତରେ ଯୁବକ ମୃତ। ମୃତ ଯୁବକ ହେଲେ ଆନନ୍ଦପୁର ଥାନା ତନେଇପାଳର ଆନନ୍ଦପୁର ଥାନା ଅର୍ଜୁନ ବିରୁଆ । ତନେଇପାଳ ଗ୍ରାମରେ ଆଜି ଅର୍ଜୁନ ଘର ନିକଟରେ କାମକରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ତାଙ୍କ ଦେହରେ ଗୁରୁତର ଆଘାତ ଲାଗିଥିଲା । 

ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଶୋଷଣା କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା