ସଡକ ଦୁର୍ଘଟଣାରେ ଯୁବକ ମୃତ
by Argus News
Fri, Oct 25 | 9:03 p.m.

ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର  ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବେ  ଦେବୀଝର କେନାଲ ନିକଟରେ ତାଙ୍କ ମୃତ ଦେହ ସହିତ ସ୍କୁଟି ପଡିଥିବା ସେହି ରାସ୍ତା ଦେଇ ଯାଉଥିବା ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ।

ପରିବାର ଲୋକେ ଓ ସଂପର୍କୀୟ ମାନେ ଘଟଣା ସ୍ଥଳରେ ପହଞ୍ଚି ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଛେଦ ପାଇଁ  ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରଖିଛି। ତାଙ୍କର ସଡକ ଦୁର୍ଘଟଣା ଯୋଗୁଁ ମୃତ୍ୟୁ ହୋଇଥିବା ପୋଲିସ ସନ୍ଦେହ କରୁଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା