ବିଦ୍ୟୁତ ଆଘାତରେ ଯୁବକଙ୍କର ମୃତ୍ୟୁ
by Argus News
Thu, Jul 25 | 4:27 p.m.

ଭଦ୍ରକ:  ବିଦ୍ୟୁତ ଆଘାତରେ ଯୁବକର ମୃତ୍ୟୁ । ଏଭଳି ଅଘଟଣ ଘଟିଛି ବାସୁଦେବପୁର ବ୍ଲକ ର ସୁଦର୍ଶନପୁର ଠାରେ । ମୃତ ଯୁବକ ସେହି ଗ୍ରାମର ରାଜେଶ ମହାଳିକ ଙ୍କ ପୁଅ ରଶ୍ମିରଂଜନ ମହାଳିକ । ଆଜି ମଧ୍ୟାହ୍ନରେ ସେ ପରିବା ଗଛରେ ପାଣି ଦେବାକୁ ମୋଟର ସଂଯୋଗ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସ ସଂଜ୍ଞାହୀନ ହେଇପଡିଥିଲା ।

ତୁରନ୍ତ ପରିବାର ଲୋକ ଉଧାର କରି ବାସୁଦେବପୁର ମେଡିକାଲ ରେ ଭର୍ତି କରିଥିଲେ । ହେଲେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ରଶ୍ମିର ମୃତ୍ୟୁ ଖବର ଜଣାପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।    
ଅଧିକ ପଢନ୍ତୁ ଓଡ଼ିଶା ଖବର

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା