ନିଶ୍ଚିତ ମୃତ୍ୟୁ ମୁଖରୁ ବଞ୍ଚିଲେ ଯୁବକ
by Argus News
Sun, Jul 21 | 1:18 p.m.

ମୟୂରଭଞ୍ଜ:  ନିଶ୍ଚିତ ମୃତ୍ୟୁ ମୁଖରୁ ବଞ୍ଚିଲେ ଯୁବକ । ନଦୀରେ ଭାସି ଯାଉଥିଲେ ଯୁବକ, ଉଦ୍ଧାର କଲେ ସ୍ଥାନୀୟ ଲୋକ । ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଉଦଳା କଇଁସାରି ଜାମୁଘାଟ ପୋଲ ନିକଟରେ । ଲଗାଣ ବର୍ଷା କାରଣରୁ ଦେଓ ନଦୀର ଜାମୁଘାଟ ପୋଲ ବୁଡି ଯାଇଥିଲା । ପୋଲ ଉପରେ ଯାଉଥିବା ସମୟରେ ନଦୀ ସ୍ରୋତରେ ଯୁବକ ଜଣକ ଭାସି ଯାଇଥିଲେ । ଯୁବକ ବୁଡି ଯାଉଥିବା ଦେଖି ସ୍ଥାନୀୟ ଲୋକେ ଯୁବକଙ୍କୁ ଉଦ୍ଧାର କରିଛନ୍ତି । ଉଦ୍ଧାର ଯୁବକଙ୍କ ପରିଚୟ ମିଳିପାରି ନାହିଁ ।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା