ମନି ଲଣ୍ଡ୍ରିଂ ମାମଲାରେ ଏଲଭିସଙ୍କୁ 8 ଘଣ୍ଟା ଧରି ଜେରା କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
by Argus News
Tue, Jul 23 | 9:26 p.m.

ଅର୍ଗସ ବ୍ୟୁରୋ: ୟୁଟ୍ୟୁବର ଏଲଭିସ ଯାଦବଙ୍କ ବଢ଼ିଲା ସମସ୍ୟା । ସାପ ବିଷ ଚାଲାଣ ସହ ଜଡ଼ିତ ମନି ଲଣ୍ଡ୍ରିଂ ମାମଲାରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏଲଭିସଙ୍କୁ 8 ଘଣ୍ଟା ଧରି ଜେରା କରିଛି । ରେବ୍ ପାର୍ଟିକୁ ସାପ ବିଷ ଯୋଗାଇବା ମାମଲାରେ ଏଲଭିସ୍ ଯାଦବଙ୍କ ବ୍ୟାଙ୍କ ଟ୍ରାଜାକସନର ଯାଞ୍ଚ କରିଛି ଇଡି । 

ୟୁଟ୍ୟୁବର ତଥା ବିଗବସ୍ ଓଟିଟି ୨ର ବିଜେତା ଏଲଭିସ ଯାଦବଙ୍କୁ ପୂର୍ବରୁ ଗିରଫ କରିଥିଲା ନୋଇଡା ପୋଲିସ । ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଉଲଘଂନ ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା । ଏଲଭିସଙ୍କ ବିରୋଧରେ ବନ୍ୟଜନ୍ତୁ ସଂରକ୍ଷଣ ଅଧିନିୟମ ୧୯୭୨ ଆଧାରରେ ଅଭିଯୋଗ ହୋଇଥିଲା। 

ଆହୁରି ପଢନ୍ତୁ ଭାରତ ଖବର...

ଉଚ୍ଚ ଜୁଆର
6m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
9m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ