ଜୀ ସାର୍ଥକର ନୂଆ ଓଡ଼ିଆ ଚଳଚ୍ଚିତ୍ର  "ଜବରଦସ୍ତ ଜ୍ବାଇଁ''  
by Argus News
Wed, Oct 16 | 5:18 p.m.

 ଭୁବନେଶ୍ୱର:  ଜୀ ସାର୍ଥକର ନୂଆ ଓଡ଼ିଆ ଚଳଚ୍ଚିତ୍ର "ଜବରଦସ୍ତ ଜ୍ବାଇଁ'' ର ଅଡିଓ ଲୋକାର୍ପଣ ।  ଆସନ୍ତା ୨୦ ଅକ୍ଟୋବର ରବିବାର ସନ୍ଧ୍ୟା ୬:୩୦ରେ ପ୍ରସାରଣ ହେବାକୁ ଯାଉଛି ମନୋରଞ୍ଜନ ଭିତ୍ତିକ ହାସ୍ୟ ରସରେ ଭରପୁର ଫିଲ୍ମ "ଜବରଦସ୍ତ ଜ୍ବାଇଁ"।

ଯାହାର ପ୍ରଯୋଜକ ଅଛନ୍ତି କବୀର ଦାସ ଓ ଏହାକୁ ନିର୍ଦ୍ଦେଶନା ଦେଇଛନ୍ତି ଅଶୋକ ପତି l ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ବୈଦ୍ୟନାଥ ଦାଶ । ଏକ ଘରୋଇ ହୋଟେଲ ରେ ଏହି ଚଳଚ୍ଚିତ୍ରର ଅଡିଓ ଲୋକାର୍ପଣ ହୋଇଯାଇଛି। 
ଅଧିକ ପଢନ୍ତୁ ମନୋରଞ୍ଜନ ଖବର

ରାଜଧାନୀରେ ଲୁଟ ଅପରେସନ
9m ago
ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍, ୬ସାଇବର ଠକଙ୍କୁ ବାନ୍ଧିଲା କମିସନରେଟ୍ ପୋଲିସ
ଅର୍ଗସ ବ୍ୟୁରୋ:ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍। ଆପାର୍ଟମେଣ୍ଟରେ କଲସେଣ୍ଟର କରି ଲୁଟୁଥିଲେ ସାଇବର ମାଫିଆ। ଫ୍ଲୁଏଣ୍ଟ ଇଂଲିସରେ ଆମେରିକା, ଚୀନ, ଇଂଲଣ୍ଡ ଲୋକଙ୍କ
ନବୀନ ମୋହନ
18m ago
ମୁମ୍ବାଇରେ ଓଡ଼ିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ
ଅର୍ଗସ ବ୍ୟୁରୋ:ମୁମ୍ବାଇରେ ଓଡିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ । ଆସନ୍ତା ୧୮ ଓ ୧୯ରେ ଶିଳ୍ପ ନଗରୀ ମୁମ୍ବାଇରେ ଆୟୋଜିତ ହେବ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମର
ଜମ୍ମୁ ଓ କାଶ୍ମୀର
44m ago
ଜମ୍ମୁ ଓ କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା
ଅର୍ଗସ ବ୍ୟୁରୋ:ଜମ୍ମୁ ଓ କାଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଇଛନ୍ତି ଓମାର ଅବଦୁଲ୍ଲା । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା । ଶ୍ରୀନଗର