ଡ୍ରେନରୁ ଉଦ୍ଧାର ହେଲା ଯୁବକଙ୍କ ମୃତ ଦେହ
by Argus News
Sat, Sep 07 | 1:31 p.m.

ଅର୍ଗସ ବ୍ୟୁରୋ: ବାହାନଗା ବ୍ଲକ ପଥରପେଣ୍ଠ ପଞ୍ଚାୟତ ବଡ଼ଗାଁ ର ୫୦ ବର୍ଷୀୟ ମଙ୍ଗ ମଲିକ ର ମୃତ ଶରୀର ବାହାନଗା ବଜାର ନିକଟସ୍ଥ  ଯମୁନା ଦେଇ ଶିକ୍ଷକ ଭବନ ଆଗ ଡ୍ରେନ ରେ ପଡ଼ିଥିବା ନେଇ ଗ୍ରାମ ବାସୀ ଦେଖିବା ପରେ ପୋଲିସ ଏବଂ ବାହାନଗା ଅଗ୍ନିଶମ ବାହିନୀ କୁ ଖବର ଦେଇଥିଲେ l  ଖବର ପାଇ ବାହାନଗା ଅଗ୍ନିଶମ ବାହିନୀ ଶବ ଉଦ୍ଧାର କରିବା ଥିବା ବେଳେ ସୋର ପୁଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ୍ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ମୃତ ମଙ୍ଗ ମଲିକ ର ମୃତ୍ୟୁ କିପରି ହୋଇଛି ତାକୁ ନେଇ ସନ୍ଦେହ ସୃଷ୍ଟି ହେଉଥିବା ବେଳେ ଅଞ୍ଚଳବାସୀ ତଦନ୍ତ ଦାବୀ କରିଛନ୍ତି।

 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ