ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
by Argus News
Fri, Oct 18 | 1:50 p.m.

ଅର୍ଗସ ବ୍ୟୁରୋ: ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ବୃନ୍ଦାବତୀ ନିବାସର ବେସମେଣ୍ଟରେ ରହିବେ ୧୪୦ ହବିଶ୍ୟାଳି। ତେବେ ଆଜି ସୁଦ୍ଧା ସମସ୍ତ ତାଲିକା ଚୂଡାନ୍ତ ହୋଇସାରିବା ପରେ ଅନ୍ୟମାନଙ୍କୁ ପଞ୍ଜିକରଣ କରି ରଖିବାର ବ୍ୟବସ୍ଥା ହେବ ବୋଲି କହିଛନ୍ତି ଜିଲ୍ଲାପାଳ । ଯେଉଁମାନେ ବଳକା ହେବେ ସେମାନଙ୍କ ପାଇଁ ଅନ୍ୟ ଧର୍ମଶାଳାର ମଧ୍ୟ ବ୍ୟବସ୍ଥା କରାଯାଉଛି । କୌଣସି ହବିଶ୍ୟାଳି ଯେମିତି ନ ଫେରନ୍ତି ସେନେଇ ବ୍ୟବସ୍ଥା କରାଯାଉଛି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...

ଶାସ୍ତ୍ରୀୟ ଭାଷା
1m ago
'ଆମର ଭାଷାଗତ ଐତିହ୍ୟକୁ ସଂରକ୍ଷଣ କରିବା ପାଇଁ ସବୁ ପ୍ରକାର ପ୍ରୟାସ ହେଉଛି'
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିକଟରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପାଲି, ପ୍ରାକୃତ, ମରାଠୀ, ଆସାମୀ(ଅହମିୟା) ଏବଂ ବଙ୍ଗଳ
ଭୃଷଙ୍ଗ ପତ୍ର
15m ago
ଔଷଧୀୟ ଗୁଣରେ ଭରପୂର ଭୃଷଙ୍ଗ ପତ୍ର
ଅର୍ଗସ ବ୍ୟୁରୋ: ଯଦି ଆପଣ ମଧ୍ୟ ଭାବୁଛନ୍ତି ଯେ ଔଷଧୀୟ ଗୁଣରେ ଭରପୂର ଭୃଷଙ୍ଗ ପତ୍ର କେବଳ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ବ୍ୟବହାର ହୁଏ, ତେବେ ଆପଣ ଏହି ଭୁଲ ଧାରଣାକୁ ହଟାଇବା ଉଚିତ୍ ଭୃଷଙ୍
ଆଦିବାସୀ
19m ago
ନୟାଗଡ ଜିଲ୍ଲାରେ ଆଦିବାସୀ ଗାଁରେ ଦନନୀୟ ସ୍ଥିତି
ନୟାଗଡ: ନୟାଗଡ ଜିଲ୍ଲାରେ ଆଦିବାସୀ ଗାଁରେ ଦନନୀୟ ସ୍ଥିତି । ଜିଲ୍ଲାର ୧୬୭୨ଟି ଆଦିବାସୀ ଗାଁରେ ଏଯାଏଁ ପହଂଚିନି ମୈଳିକ ସୁବିଧା । ସ୍ୱାଧୀନତାର ସାତ ଦଶନ୍ଧି ବିତି ଯାଇଥିଲେବି କେଉଁଠ