ଆସନ୍ତା 18 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ
by Argus News
Fri, Sep 13 | 12:42 p.m.

ପୁରୀ:  ରତ୍ନଭଣ୍ଡାର ଯାଞ୍ଚ ପାଇଁ ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ । ଆସନ୍ତା 18 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ହେବ । ASI ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ରତ୍ନଭଣ୍ଡାର ଯାଞ୍ଚ କରାଯିବ । ଏଥିପାଇଁ ଦିନ ଗୋଟାଏ ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଯାଞ୍ଚ ପ୍ରକ୍ରିୟା ଶେଷ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।  ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଦର୍ଶନ ବନ୍ଦ ରହିବ । ସେହି ଦିନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି ।


ଆହୁରି ପଢନ୍ତୁ ଓଡିଶା ଖବର...

 

ଗୁଟଖା
24m ago
ବେଆଇନ ଗୁଟଖା କାରଖାନା ଉପରେ ଚଢ଼ାଉ
ବ୍ରହ୍ମପୁର: ବେଆଇନ ଗୁଟଖା କାରଖାନା ଉପରେ ଚଢ଼ାଉ। ଲକ୍ଷାଧିକ ଟଙ୍କାର ମେସିନ ଗୁଟଖା ଜବତ । ଗଂଜାମ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବାଉଁଶିଆପାଲ୍ଲୀରେ ଥିବା ନୀଳଚକ୍ର ପ୍ରଡକ୍ସନରେ ଦୀର୍
ହରିଲୁଟ
46m ago
ଚୂନ ମାରି ମିଳିମିଶି ଖାଇଗଲେ କୋଟି କୋଟି ଟଙ୍କା
ନୂଆପଡା: ଶିକ୍ଷାର ବିକାଶ ଲାଗି ରାଜ୍ୟ ସରକାର ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା । ହେଲେ ଏଠି ନିମ୍ନମାନର ସାମଗ୍ରୀ ଯୋଗାଇ ମାଲେମାଲ୍ ଇଞ୍ଜିନିୟର୍ । ନୂଆପଡ଼ା ଜିଲ୍ଲାରୁ ଆସିଲ
ବନ ବିଭାଗ
55m ago
ହାତୀ ମୃତ୍ୟୁ ଘଟଣାରେ  ବନ ବିଭାଗ କର୍ମଚାରୀଙ୍କୁ ଗିରଫ କଲା ବନ ବିଭାଗ
ବାଲେଶ୍ୱର: ବନ ବିଭାଗ କର୍ମଚାରୀଙ୍କୁ ଗିରଫ କଲା ବନ ବିଭାଗ। ହାତୀ ମୃତ୍ୟୁ ଘଟଣା ରେ ସୋର ରେଞ୍ଜ ଔପଦା ବେତେଇ ଫରେଷ୍ଟ ଗାର୍ଡ ପଦ୍ମଲୋଚନ ପାତ୍ର ସହ ୪ ସବୁଜ ବାହିନୀ କର୍ମଚାର