ଜୁଲାଇ ୨୩ରେ ଆସିବ କେନ୍ଦ୍ର ବଜେଟ
by Argus News
Sat, Jul 06 | 4:28 p.m.

ଅର୍ଗସ ବ୍ୟୁରୋ:  ଜୁଲାଇ ୨୩ରେ ଆସିବ କେନ୍ଦ୍ର ବଜେଟ । ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।  ବଜେଟ ନେଇ କେନ୍ଦ୍ର ମନ୍ତ୍ରୀ କିରଣ ରିଜିଜୁଙ୍କ ସୂଚନା । ଜୁଲାଇ ୨୨ ତାରିଖରେ ଆରମ୍ଭ ହୋଇ ଅଗଷ୍ଟ 12 ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ । ଫେବ୍ରୁଆରୀ ୧ରେ କାମଚଳା ବଜେଟ ଉପସ୍ଥାପନ ହୋଇଥିଲା ।  

 

ତୃତୀୟ ଥର ପାଇଁ କ୍ଷମତାକୁ ଆସିବା ପରେ ମୋଦି ସରକାରର ଏହା ପ୍ରଥମ ବଜେଟ୍ । କେଉଁ ବିଭାଗକୁ କେତେ ଟଙ୍କା ଘୋଷଣା ହେବ ତାହା ଉପରେ ସମସ୍ତଙ୍କ ନଜର ରହିଛି । 
 

ରାଜଭବନ ରାଜନୀତି
23m ago
ରାଜଭବନ ରାଜନୀତିକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର  ପ୍ରଧାନଙ୍କ ପ୍ରତିକ୍ରିୟା
ଭୁବନେଶ୍ୱର: ରାଜଭବନ ରାଜନୀତିକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । ରାଜ୍ୟପାଳଙ୍କ ଅଫିସ ମର୍ଯ୍ୟାଦା ସମ୍ପନ୍ନ କାର୍ଯ୍ୟାଳୟ । ଯେତେବେଳେ କିଛି ଲୋକଙ୍
NIA RAID
ଟେରର୍ ଫଣ୍ଡିଂ ମାମଲାରେ ୫ ରାଜ୍ୟରେ ତଲାସି ଜାରି
ଅର୍ଗସ ବ୍ୟୁରୋ: ଏନ୍ଆଇଏର ବଡ଼ ଆକ୍ସନ୍ । ଟେରର୍ ଫଣ୍ଡିଂ ମାମଲାରେ ଦିଲ୍ଲୀ, ୟୁପି, ମହାରାଷ୍ଟ୍ର, ଜମ୍ମୁ କାଶ୍ମୀର ସମେତ ୫ ରାଜ୍ୟରେ ତଲାସି ଜାରି । ଏହି ସମସ୍ତ ରାଜ୍ୟର ୨୨ଟି ଲୋକେସନରେ ରେଡ
ଲକ୍ଷ୍ମୀ ମାଝୀ ଫାଇଲ୍
ଲକ୍ଷ୍ମୀ ମାଝୀ ଫାଇଲ୍ ଖୋଲିଦେବ ବିଜେଡି ନେତାଙ୍କ ମୁଖା,ଚାପିଥିଲେ ନବୀନ,ଖୋଲିବେ ମୋହନ
ଅର୍ଗସ ବ୍ୟୁରୋ:ଲକ୍ଷ୍ମୀ ମାଝୀ ଫାଇଲ୍ ଖୋଲିଦେବ ଅସଲ ମୁଖା,ଟେନସନରେ ବିଜେଡି ନେତା।ଡିସେମ୍ବର ୨୧, ୨୦୨୩ କେବଳ ରାୟଗଡା ନୁହେଁ, ସାରା ରାଜ୍ୟରେ ଖେଳିଗଲା ଚାଞ୍ଚଲ୍ୟ । ରାୟଗଡା ଚନ୍ଦ୍ରପୁ