ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା
by Argus News
Wed, Jul 24 | 3:53 p.m.

ବୌଦ୍ଧ : ବୌଦ୍ଧ ଜିଲ୍ଲା ସଦର ବ୍ଲକ ଆମ୍ୱଝରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା l ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଛାତ୍ର ଛାତ୍ରୀ ଓ ଅଭିଭାବକ ମିଶି ସ୍କୁଲ୍ ସାମ୍ନାରେ ଧାରଣା ଦେଇଥିବା ଜଣା ପଡିଛି l ମିଳିଥିବା ଖବର ଅନୁସାରେ ଏ ବିଦ୍ୟାଳୟରେ 150 ଜଣ ଛାତ୍ର ଛାତ୍ରୀ ରହିଥିବା ବେଳେ 6 ଜଣ ଶିକ୍ଷକ ରହିଥିଲେ ପୁଣି ସେହି ବିଦ୍ୟାଳୟରୁ 2 ଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରିଥିବାରୁ ଶିକ୍ଷାରେ ବାଧାପ୍ରାପ୍ତ ହେଉଛି l

ପୁଣି ବାଳିକା ହୋଷ୍ଟଲ ରହିଛି ହେଲେ ଜଣେ ମଧ୍ୟ ଶିକ୍ଷୟତ୍ରୀ ନାହିଁ ଏଭଳି ଅନେକ ସମସ୍ୟା ରହିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି l ଏଭଳି ସମସ୍ୟା ଭିତରେ ଶିକ୍ଷକଙ୍କ ବଦଳି କରାଯାଇଛି l ଆବଶ୍ୟକ ଶିକ୍ଷକ ଯୋଗାଇ ଦେବା ଦାବିରେ ଛାତ୍ର ଛାତ୍ରୀ ଓ ଅଭିଭାବକ ମିଶି ସ୍କୁଲ୍ ସାମ୍ନାରେ ଧାରଣା ଦେଇଥିବା ଜଣା ପଡିଛି l ଏ ପ୍ରସଙ୍ଗରେ ବିିଇଓଙ୍କୁ ପଚରିବାରୁ ଶିକ୍ଷକ ଯୋଗାଇ ଦିଆଯିବ ବୋଲି କହିଛନ୍ତି l 

ଅଧିକ ପଢନ୍ତୁ ଓଡ଼ିଶା  ଖବର 
 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା