En
ଓ
CYCLONE UPDATE
ବାତ୍ୟାରେ ସର୍ବାଧିକ ହଇରାଣ କିଏ ହେଉଛନ୍ତି ? ମହିଳା ନା ପୁରୁଷ ?
ରାଜନଗର: ବାତ୍ୟାରେ ସର୍ବାଧିକ ହଇରାଣ କିଏ ହେଉଛନ୍ତି ? ମହିଳା ନା ପୁରୁଷ ? ଏ ପ୍ରଶ୍ନ ସମସ୍ତଙ୍କ ମନରେ ଉଙ୍କି ମାରୁଥାଏ । ହେଲେ ଏମାନଙ୍କର ଅସୁବିଧା ଶୁଣିବା ପରେ ଆପଣ ବି କହିବେ ସତରେ ସର୍ବାଧିକ ଅସୁବିଧାର ସାମ୍ନା କରୁଛନ୍ତି ମହିଳା । ଇଏ ହେଉଛି ରାଜନଗରର କିଛି ବାତ୍ୟା ଆଶ୍ରୟସ୍ଥଳୀର ଦୃଶ୍ୟ । ବାତ୍ୟା ଆସିନି ତ ଦୁଃଖ ନେଇକି ଆସିଛି । ଥରେ ଚିନ୍ତା କରନ୍ତ
ମହାବାତ୍ୟା
ଆଜି ୧୯୯୯ ମହାବାତ୍ୟାକୁ ପୁରିଲା ୨୫ ବର୍ଷ
ଅର୍ଗସ ବ୍ୟୁରୋ : ବିନାଶକାରୀ, ବିଧ୍ବଂସକାରୀ, ପ୍ରଳୟଙ୍କରୀ, ଭୟଙ୍କର । ଓଡ଼ିଶା ଇତିହାସର ସବୁଠାରୁ ବଡ଼ ପ୍ରାକୃତିକ ବିପର୍ଯ୍ୟୟ। 1999 ମହାବାତ୍ୟା। ଅକ୍ଟୋବର 29ର ସେ କାଳରାତ୍ର
ବାତ୍ୟା ପରେ ବନ୍ୟା
କମୁଛି ନଦୀର ଜଳସ୍ତର ହେଲେ ସାମ୍ନାକୁ ଆସୁଛି ଦୁର୍ଦ୍ଦଶାର ଚିତ୍ର
ଅର୍ଗସ ବ୍ୟୁରୋ: ଇଏ ଦଇବର ଦାଉ । କେଇ ଘଣ୍ଟାର ଝଡ଼ ପବନ ଉପକୂଳ ଓ ଉତ୍ତର ଓଡ଼ିଶାରେ ତ ଅନେକ କ୍ଷୟକ୍ଷତି କଲା। ବାତ୍ୟା ଯିବା ପରେ ଏବେ ଲୋକଙ୍କ ଉପରେ ପଡ଼ିଛି ବନ୍ୟାର କଷଣ। ପ୍ରବଳ ବର୍ଷ
କେଭି ସିଂ ଦେଓ
ବାତ୍ୟା ଜନିତ ଫସଲ କ୍ଷୟକ୍ଷତି ନେଇ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ
ଭୁବନେଶ୍ୱର: କୃଷି ଭବନରେ ଉପ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ପ୍ରାଥମିକ ଆକଳନ ରିପୋର୍ଟ ଅନୁଯାୟୀ, ରାଜ୍ୟରେ 79 ହଜାର 671 ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି । 1 ଲକ୍ଷ 99 ହଜାର 177 ଏକ
ସୁରେଶ ପୂଜାରୀ
କାର୍ଯ୍ୟରେ ଅବହେଳା ପାଇଁ 4 ଅଧିକାରୀ ନିଲମ୍ବିତ - ସୁରେଶ ପୂଜାରୀ
ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ସ୍ୱାଭାବିକ ହେବ ସ୍ଥିତି । ପୁନରୁଦ୍ଧାର କାର୍ଯ୍ୟ ସମ୍ପୂର୍ଣ୍ଣ ଶେଷ ହୋଇଯିବ । ଲଗାଣ ବର୍ଷା ପାଇଁ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି କହିଛନ୍ତି ରାଜସ୍
DANA IMPACT
ଦାନା ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ଲଗାଣ ବର୍ଷା ଜାରି
ଅର୍ଗସ ବ୍ୟୁରୋ: ବାତ୍ୟା ଦାନା ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ଜାରି ରହିଛି ଲଗାଣ ବର୍ଷା । ଗଲା 24 ଘଣ୍ଟାରେ ଯାଜପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । 5 ଜିଲ୍ଲାରେ ସ୍କୁ
ବାତ୍ୟା 'ଦାନା'
ବାତ୍ୟା 'ଦାନା' ; ଉଜାଡିଦେଲା , ଭସାଇନେଲା , ସର୍ବଶାନ୍ତ କରିଦେଲା....
ଅର୍ଗସ ବ୍ୟୁରୋ : ବାତ୍ୟା ଆସିଲା ପୁଣି ଚାଲିଗଲା, ଆଉ ସହରରେ ରହୁଥିବା ବଡ ବଡୁଆ ଲୋକଙ୍କ ମୁହଁରୁ ବାହାରି ଆସିଲା, କାଇଁ କୋଉଠି ବାତ୍ୟା ହେଲା ? କାହିଁ କିଛି କ୍ଷତି କରିନି ତ ? କାଲି ବ
ବାତ୍ୟା ଦୁର୍ବଳ
ବାତ୍ୟା ଦୁର୍ବଳ ହେବାକୁ ନେଇ ଏପରି କହିଲେ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା
ଅର୍ଗସ ବ୍ୟୁରୋ : ହଠାତ କାହିଁକି ଦୁର୍ବଳ ହୋଇଗଲା ବାତ୍ୟା ଦାନା ? କାହିଁକି ବିଳମ୍ବ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପରେ ଭୀଷଣ ବାତ୍ୟାରୁ ଦାନା କେବଳ ବାତ୍ୟା ସ୍ଥିତିକ
ଚାନ୍ଦବାଲି
ଚାନ୍ଦବାଲିରେ ସର୍ବାଧିକ 158.6 ମିମି ବର୍ଷା ରେକର୍ଡ
ଅର୍ଗସ ବ୍ୟୁରୋ : ଚାନ୍ଦବାଲିରେ ସର୍ବାଧିକ ବର୍ଷା ରେକର୍ଡ । ଗତ 24 ଘଣ୍ଟାରେ ଚାନ୍ଦବାଲିରେ ସର୍ବାଧିକ 158.6 ମିମି ବର୍ଷା ରେକର୍ଡ ହୋଇଛି । ରାଜକନିକାରେ 156.0 ମିମି ବର୍ଷା ରେକର୍ଡ ହୋଇଛ
ବାତ୍ୟା ସମୀକ୍ଷା
ବାତ୍ୟା ସମୀକ୍ଷା ; ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ : ଜିରୋ କାଜୁଆଲିଟିରେ ସଫଳ ମୁଖ୍ୟମନ୍ତ୍ରୀ । ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ଜିରୋ କାଜୁଆଲିଟିରେ ସଫଳ ହୋଇଛୁ କହିଲେ । ସଫଳ ମୁକାବିଲା ପାଇଁ ସବ
ଭୀଷଣ ବାତ୍ୟା
"ଭୀଷଣ ବାତ୍ୟା" ରୁ "ବାତ୍ୟା"ରେ ପରିଣତ ହେଲା ଦାନା
ଅର୍ଗସ ବ୍ୟୁରୋ : ଦୁର୍ବଳ ହେଲା ଭୀଷଣ ବାତ୍ୟା ଦାନା।ଦୁର୍ବଳ ହୋଇ ଏକ ବାତ୍ୟାରେ ପରିଣତ ହେଲା।ଆସନ୍ତା ୬ ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ବାତ୍ୟା।ଗତ ରାତିର
CYCLONE DANA
ସରିଲା ଲ୍ୟାଣ୍ଡଫଲ୍ , କେମିତି ଥିଲା ଦୃଶ୍ୟ ଦେଖନ୍ତୁ ଭିଡିଓ...
ଅର୍ଗସ ବ୍ୟୁରୋ: ବାତ୍ୟା 'ଦାନା'ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଛି । ଦୁର୍ବଳ ହେଉଛି ବାତ୍ୟା ଦାନା । ଧିରେ ଧିରେ କମୁଛି ପବନର ବେଗ । କେନ୍ଦ୍ରାପଡାର ହବାଳି ଖଟ
CYCLONE DANA
ବାତ୍ୟା ଦାନା ପ୍ରଭାବରେ ବୁଡିଗଲା ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ
ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟାର ରୂପ ନେଇ ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା । ହବାଳିଖଟିରେ ଲ୍ୟାଣ୍ଡଫଲ ବେଳେ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ସହ ଲୋକଙ୍କ ମନରେ ଛନକା ଭରିଲା ପବନ
CYCLONE UPDATE
ଲଗାଣ ବର୍ଷା ସହ ଜାରି ରହିଛି ତୁହାକୁ ତୁହା ପବନ ବହୁଛି
ଅର୍ଗସ ବ୍ୟୁରୋ: ଦାନା ପ୍ରଭାବରେ ଲଗାଣ ବର୍ଷା ସହ ଜାରି ରହିଛି ତୁହାକୁ ତୁହା ପବନ ବୋହୁଛି । ଅତି ପ୍ରବଳ ବର୍ଷା ନେଇ ଆଜି ପାଇଁ 9 ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି
CYCLONE DANA
ଆହୁରି 1 ରୁ 2 ଘଣ୍ଟା ଲାଗି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା
ଅର୍ଗସ ବ୍ୟୁରୋ: ସ୍ଥଳ ଭାଗ ପ୍ରବେଶ କରୁଛି ବାତ୍ୟାର ଶେଷ ଅଂଶ । ଆହୁରି 1 ରୁ 2 ଘଣ୍ଟା ଲାଗି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଘଣ୍ଟାକୁ 12 କିମି ବେଗରେ ଅତିକ୍ରମ କରୁଛି ବାତ୍ୟା
CYCLONE DANA
ଘଣ୍ଟାପ୍ରତି ୧୦୦ ରୁ ୧୨୦ କିମି ବେଗରେ ପବନ ବହୁଛି
ଅର୍ଗସ ବ୍ୟୁରୋ: ବାତ୍ୟା ପ୍ରଭାବରେ ଭିତରକନିକା ଅଞ୍ଚଳରେ ପ୍ରବଳ ପବନ ବୋହୁଛି । ଘଣ୍ଟାପ୍ରତି ୧୦୦ ରୁ ୧୨୦ କିମି ବେଗରେ ପବନ ବହୁଛି । ପବନ ପ୍ରଭାବରେ ଭିତରକନିକାରେ ଉଠିଲା ଜୁଆର । ଆଉ କିଛ
CYCLONE UPDATE
ଭୋର୍ ଯାଏଁ ଚାଲୁ ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା
ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ଭିତରକନିକା- ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରୁଛି ବାତ୍ୟା ଦାନା । ରାତି 12 ଟା 5 ର
CYCLONE DANA
ବାତ୍ୟା ଦାନାକୁ ନେଇ ଆସିଲା ବଡ ଖବର
ଅର୍ଗସ ବ୍ୟୁରୋ: ବାତ୍ୟା ଦାନାକୁ ନେଇ ଆସିଲା ବଡ ଖବର । ଭିତରକନିକା ହବାଳିଖଟି ନିକଟରେ ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା । ତେବେ ବାତ୍ୟା ସ୍ଥଳ ଭାଗ ଛୁଇଁବା ପରେ ବି ସମୁଦ୍ର ଅଶାନ୍ତ ଥିବ
CYCLONE DANA
ଭିତରକନିକା ହବାଳିଖଟି ଲ୍ୟାଣ୍ଡଫଲ୍ ର କେନ୍ଦ୍ରସ୍ଥଳ
ଅର୍ଗସ ବ୍ୟୁରୋ: ଭିତରକନିକା ହବାଳିଖଟିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ଦାନା । ପୂର୍ବାନୁମାନ ଅନୁସାରେ ଧାମରା ଓ ଭିତରକନିକା ମଧ୍ୟରେ ଲ୍ୟାଣ୍ଡଫଲ୍ କଲା ଦାନା । ପବନର ବେଗ ରହିଛି 100 ରୁ 120
CYCLONE DANA
ଜାରି ରହିଛି ବାତ୍ୟା `ଦାନା'ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା
ଅର୍ଗସ ବ୍ୟୁରୋ: ଘଣ୍ଟାଏ ଭିତରେ ଭିତରକନିକା-ଧାମରା ଦେଇ ଯିବ ବାତ୍ୟା । ଜାରି ରହିଛି ବାତ୍ୟା `ଦାନା'ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଭିତରକନିକା ହାବେଳିଖଟି ନେଚର କ୍ୟାମ୍ପ ଦେଇ ଗତି କରୁଛ