Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ,୪ରୁ ପ୍ରବଳ ବର୍ଷା

argusnews

ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ,୪ରୁ ପ୍ରବଳ ବର୍ଷା

Swayangprajna Mishra
Browse all articles by Swayangprajna Mishra
·1 year ago
ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ,୪ରୁ ପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ : ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । କ୍ରମଶଃ ଏହା ପଶ୍ଚିମ ଉତ୍ତର - ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ ।  ଏହା ଅଧିକ ଘନୀଭୂତ ହେବା ଆଶଙ୍କା କମ ରହିଛି। କେବଳ ଲଘୁଚାପ ହୋଇ ଉପକୂଳ ଅତିକ୍ରମ କରିବ ।

ଅଧିକ ପଢନ୍ତୁ : ଶ୍ରୀକ୍ଷେତ୍ରରେ ୪୫ ମିଲିମିଟର ବର୍ଷା ରେକର୍ଡ...

ବର୍ତ୍ତମାନ କୌଣସି ବାତ୍ୟା ଭୟ ନଥିବା କହିଛନ୍ତି ଭାରତୀୟ ପାଣିପାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଏହାର ପ୍ରଭାବରେ ୪ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବଢିପାରେ ବର୍ଷାର ପରିମାଣ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Cyclone formed in North Bay of Bengal, heavy rain from 4 | Argus News