ରାଜ୍ୟରେ ବଢୁଛି ତାତି: ଉପାନ୍ତରୁ ଉପକୂଳ ସବୁଠି ପାରଦ ଉପରମୁହାଁ
·2 years ago

ଅର୍ଗସ ବ୍ୟୁରୋ: ରାଜ୍ୟରେ ବଢୁଛି ତାତି । ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ପାରଦ । ରାଜଧାନୀ ଭୁବନେଶ୍ବରରେ ଗତକାଲି ତାପମାତ୍ରା ୩୫.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା ।
ସ୍ବାଭାବିକଠାରୁ ୫ ରୁ ୬ ଡିଗ୍ରୀ ଉପରେ ରହିଛି ପାରଦ। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର। ଅଧିକାଂଶ ସହରର ତାପମାତ୍ରା ୩୫ ରୁ ୩୭ ଡିଗ୍ରୀ ନେଇ ଆକଳନ କରାଯାଇଛି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: