ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା
·1 year ago

ଅର୍ଗସ ବ୍ୟୁରୋ: ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବରଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲିଠାରୁ 3 ଦିନ ଯାଏ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାଗୁଡ଼ିକରେ ବି ହୋଇପାରେ ହାଲୁକା ବର୍ଷା । ରାଜ୍ୟ ପାଇଁ ଆଗାମୀ 5 ଦିନ ଯାଏ କୌଣସି ଚେତାବନୀ ଜାରି କରିନାହିଁ ପାଣିପାଗ କେନ୍ଦ୍ର ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: