Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ଲଘୁଚାପ ସମ୍ଭାବନା , ୪ ତାରିଖରୁ ପ୍ରବଳ ବର୍ଷା

Swayangprajna Mishra
Browse all articles by Swayangprajna Mishra
·1 year ago
ଲଘୁଚାପ ସମ୍ଭାବନା ,  ୪ ତାରିଖରୁ ପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ।

ଅଧିକ ପଢନ୍ତୁ : ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେଲା ସଦୃଶ୍ୟ ଲଘୁଚାପ

ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Low pressure is likely over West-Central Bay of Bengal on 4th | Argus News