Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କଲେ SRC

Smruti Parija
Browse all articles by Smruti Parija
·1 year ago·1 min read
ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କଲେ SRC

ଭୁବନେଶ୍ୱର:  ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କଲେ SRC । ଅବପାତଜନିତ ବର୍ଷା ନେଇ ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସୂଚନା । 24 ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବ ଲଘୁଚାପ । କାଲି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ପୁରୀ ଓ ଦୀଘା ମଧ୍ୟରେ କରିବ ଉପକୂଳ ଅତିକ୍ରମ । ପ୍ରଭାବରେ 10 ଜିଲ୍ଲାରେ ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା । ସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପ୍ରଶାସନ ମାନଙ୍କୁ ନିର୍ଦ୍ଦେଶ ଦେଲେ SRC ।

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
— Meteorological Centre, Bhubaneswar (@mcbbsr) September 8, 2024

ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମକୁ ସତର୍କତା ସୂଚନା। ପରବର୍ତୀ ଦୁଇ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର ଓଡିଶା, ଗାଙ୍ଗେୟ- ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି ।

ଆହୁରି ପଢନ୍ତୁ ପାଣିପାଗ ଖବର...

Sponsored
SRC warned about heavy rain in the state | Argus News